Home » CABINET MINISTER
cbi-tmc

ନାରଦା ସ୍କାମରେ TMC ମନ୍ତ୍ରୀ ଏବଂ ନେତାଙ୍କ ଘରେ CBI ଚଢାଉ

କୋଲକାତା:ମମତା ବାନାର୍ଜୀ (Mamata Banerjee) ଙ୍କ କ୍ୟାବିନେଟର ଶପଥ ଗ୍ରହଣ ସମାରୋହର ପୂର୍ବରୁ ରାଜ୍ୟପାଳ ଜଗଦୀପ ଧନକର (Jagdeep Dhankar) ନାରଦା ସ୍କାମ (Narada Scam) ରେ ଟିଏମସି((TMC) ନେତା ଓ ମନ୍ତ୍ରୀ ଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ଘଟଣାରେ ସୋମବାର ସିବିଆଇ (CBI) ଦୁର୍ନୀତିଗ୍ରସ୍ତ ଅଭିଯୁକ୍ତ କ୍ୟାବିନେଟ ମନ୍ତ୍ରୀ ଫରହାଦ୍ ହାକିମ, କ୍ୟାବିନେଟ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀ, ଟିଏମସି ବିଧାୟକ ମଦନ ମିତ୍ର ଏବଂ ସୋୱାନ ଚାଟାର୍ଜୀଙ୍କ ଉପରେ ଚଢାଉ କରିଛି। ପରେ…

Read More
Naveen Patnaik

ରାଜ୍ୟ କ୍ୟାବିନେଟର ତିନି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ (Cabinet) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ବର୍ତ୍ତମାନ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। ଏବେ ଜିଏସଟି କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା କରାଯାଇପାରିବ। ସେହିପରି ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚ ସ୍ତରୀୟ ସେତୁ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଫଳରେ ବାଲେଶ୍ଵର ଜିଲ୍ଲାର ବାଲିଆପାଳ ଓ ଭୋଗରାଇ ବ୍ଲକକୁ ଏହି…

Read More

ପ୍ରବାସୀ ଶ୍ରମିକଙ୍କୁ ସ୍ୱଳ୍ପ ମୂଲ୍ୟରେ ଗୃହ ଯୋଗାଇ ଦେବାକୁ ସରକାରଙ୍କ ସହ ଭାଗୀଦାର ହେବା ପାଇଁ ଇସ୍ପାତ ଉଦ୍ୟୋଗକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିବେଦନ

ନୂଆଦିଲ୍ଲୀ:ପ୍ରବାସୀ ଶ୍ରମିକମାନଙ୍କୁ ସ୍ୱଳ୍ପ ମୂଲ୍ୟରେ ଗୃହ ଯୋଗାଇ ଦେବା ପାଇଁ ଉଦ୍ଦିଷ୍ଟ ସରକାରୀ ଯୋଜନାରେ ଅଂଶୀଦାର ହେବାକୁ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ପାତ ଉଦ୍ୟୋଗର ନେତୃମଣ୍ଡଳୀକୁ ନିବେଦନ କରିଛନ୍ତି।  ଆତ୍ମନିର୍ଭର ଭାରତ; ଆବାସ, ନିର୍ମାଣ ଓ ଉଡାଣ ଉଦ୍ୟୋଗରେ ଇସ୍ପାତ ଉଦ୍ୟୋଗର ସହଯୋଗ ଶୀର୍ଷକ ଏକ ୱେବିନାରରେ ମୁଖ୍ୟ ଅତିଥିରୂପେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରବାସୀ ଶ୍ରମିକମାନଙ୍କ ପାଇଁ ସ୍ୱଳ୍ପ ମୂଲ୍ୟରେ ଗୃହ ଯୋଗାଇ ଦେବାକୁ ଆବାସ…

Read More

ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ନେବ ଦୀଘା-ଗୋପାଳପୁର ଉପକୂଳ ରାଜପଥ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର:ମୋଦୀ ସରକାରଙ୍କ ଉଚ୍ଚାକାଂକ୍ଷୀ ୪୫୧କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ ସମ୍ପୂର୍ଣ୍ଣ ହେଲେ ଏହା ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ।ସ୍ଥାନୀୟ ଅଞ୍ଚଳର ପରିବେଶକୁ ସୁରକ୍ଷା ଯୋଗାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଓ ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପାରାଦୀପ ଏବଂ ଧାମରା…

Read More

କୋଭିଡ ମୃତ୍ୟୁହାର ହ୍ରାସ ପାଉଥିବା ଦୃଷ୍ଟିରୁ ,ବିଦେଶକୁ ଭେଣ୍ଟିଲେଟର ରପ୍ତାନୀ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁହାର କ୍ରମଶଃ ହ୍ରାସ ପାଉଥିବାରୁ କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିବା ଭେଣ୍ଟିଲେଟର ବିଦେଶକୁ ରପ୍ତାନୀ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କୋଭିଡ-୧୯ ପାଇଁ ଗଠିତ ମନ୍ତ୍ରିସ୍ତରୀୟ ଗୋଷ୍ଠୀ ବା ଜିଓଏମ୍‌(GOM) ଏ ସଂପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପ୍ରସ୍ତାବକୁ ବିଚାର କରି ଭାରତରେ ତିଆରି ଭେଣ୍ଟିଲେଟର୍ସ ବିଦେଶକୁ ରପ୍ତାନୀ ପାଇଁ ଅନୁମତି ଦେଇଛି। ଏ ସଂକ୍ରାନ୍ତ ନିଷ୍ପତ୍ତି ବିଷୟରେ ବୈଦେଶିକ ବାଣିଜ୍ୟ ବିଭାଗର ମହାନିର୍ଦେଶକ (DGFT)ଙ୍କୁ…

Read More

ହରିଦାସପୁର-ପାରାଦୀପ ରେଳପଥ ସଂପୂର୍ଣ୍ଣ ହେବା ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଉଦ୍ଘାଟନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ନୂଆଦିଲ୍ଲୀ : ବହୁ ପ୍ରତିକ୍ଷୀତ ହରିଦାସପୁର-ପାରାଦୀପ ୮୨ କିମି ରେଳପଥ ସଂପୂର୍ଣ୍ଣ ହେବା ସ୍ଥିତି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭବ୍ୟ ଉପସ୍ଥିତିରେ ଏହି ପ୍ରକଳ୍ପର ଉଦଘାଟନ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ସହ ଏହି ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ତୁରନ୍ତ…

Read More

ଉଜ୍ଜଳା ଯୋଜନାରେ ମାଗଣା ଗ୍ୟାସ ଦେବା ଅବଧି ଆଉ ୩ ମାସ ବୃଦ୍ଧି; ଦେଶର ଗରିବ ମାଆ ଓ ଭଉଣୀଙ୍କୁ ଲାଭ ଦେବ– ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଆଜି ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ ଆହୁରି ୩ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ନିଷ୍ପତ୍ତି ଦେଶର ଗରିବ ମାଆ ଓ ଭଉଣୀମାନଙ୍କୁ ଲାଭ ଦେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ଏ ସଂପର୍କରେ ଏକ ପ୍ରସ୍ତାବ ଦିଆଯାଇଥିଲା। ତଦନୁସାରେ ୧ ଜୁଲାଇ ଠାରୁ ୩ ମାସ ପାଇଁ…

Read More