Home » CBDT
faceless

Income Tax:ଆୟକର ବିଭାଗ ସଚ୍ଚୋଟ କରଦାତାଙ୍କୁ କରିବ ସମ୍ମାନିତ,ଆଉ ହେବେନି ମୁହାଁମୁହିଁ କରଦାତା ଓ ଆୟକର ଅଧିକାରୀ

ନୂଆଦିଲ୍ଲୀ: ଆୟକର ବିଭାଗ ପକ୍ଷରୁ ଫେସ୍‌ଲେସ୍‌ ଟିକସ ଅପିଲ (Face Less Tax Schemes Appeal) ବ୍ୟବସ୍ଥା ଆରମ୍ଭ ହୋଇଛି। ଏଣିକି ସମସ୍ତ ପ୍ରକାର ଆୟକର ଅପିଲ ଫେସ୍‌ଲେସ ବ୍ୟବସ୍ଥାରେ ଶୁଣାଣି ହୋଇ ଚୂଡାନ୍ତ ହେବ। କେବଳ ଅତି ଗୁରୁତର ଠକେଇ ଯଥା ବଡ଼ ଧରଣର ଟିକସ ଫାଙ୍କି, ଆନ୍ତର୍ଜାତିକ ଟିକସ ପ୍ରସଙ୍ଗ, କଳାଟଙ୍କା ମାମଲା ଏବଂ ଟିକସ ସଂକ୍ରାନ୍ତ ସମ୍ବେଦନଶୀଳ ଘଟଣାରେ ଆୟକର ଅଧିକାରୀମାନେ ସଂପୃକ୍ତ ଟିକସଦାତାଙ୍କୁ ଡାକି ମୁହାଁମୁହିଁ ପଚରାଉଚୁରା କରିପାରିବେ। ଫେସଲେସ୍‌ ଅପିଲ ବ୍ୟବସ୍ଥା ସଂପର୍କରେ…

Read More

କରୋନା ମହାମାରୀ ସମୟରେ ଟିକସଦାତାଙ୍କୁ ସାହାଯ୍ୟ କରିବା ପାଇଁ ସିବିଡିଟି ୭୧ ,୨୨୯ କୋଟି ଟଙ୍କା ରିଫଣ୍ଡ

ରିଫଣ୍ଡ ପାଇବାରେ କରଦାତା ଯେପରି ଅସୁବିଧାର ସମ୍ମୁଖୀନ ନହୁଅନ୍ତି : ଆୟକର ବିଭାଗ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ଆୟକର ବାବଦରେ ଅଗ୍ରୀମ ଆଦାୟ ହୋଇଥିବା ଅର୍ଥରୁ ୭୧,୨୨୯ କୋଟି ଟଙ୍କା ଟିକସଦାତାଙ୍କୁ ରିଫଣ୍ଡ ଆକାରରେ ପ୍ରଦାନ କରିଛି। ଚଳିତ ଜୁଲାଇ ୧୧ ତାରିଖ ସୁଦ୍ଧା ୨୧.୨୪ ଲକ୍ଷରୁ ଅଧିକ କରଦାତାଙ୍କୁ ଏହି ଅର୍ଥ  ରିଫଣ୍ଡ କରାଯାଇଛି। କରୋନା ମହାମାରୀ ସମୟରେ ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସାହାଯ୍ୟ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ସୂଚନାଯୋଗ୍ୟ…

Read More