Padmapur Byelection: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି, ବିଜେଡ଼ି ଏବଂ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ
ପଦ୍ମପୁର: Padmapur Byelection ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଆଜି ଗୁରୁବାର ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ସହିତ ବରଗଡ଼ ଲୋକ ସଭା ଏମ୍ପି ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ସେହିପରି ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ମଧ୍ୟ ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…
