ଅନ୍ଲକ୍-୩ କେବଳ ରାତି କଟକଣା ଉଠିଲା, ଅଗଷ୍ଟ୩୧ ପର୍ଯ୍ୟନ୍ତ ସ୍କୁଲ ,କଲେଜ ସହିତ ଶିକ୍ଷାନୁଷ୍ଠାନ ବନ୍ଦ
ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆବଦ୍ଧାଞ୍ଚଳ ବାହାରେ କେତେକ କାର୍ଯ୍ୟକ୍ରମ ଚାଲୁ କରିବା ପାଇଁ ନୂତନ ମାର୍ଗଦର୍ଶିକା ଜାରି କରାଯାଇଛି। ଆସନ୍ତା ଅଗଷ୍ଟ ପହିଲାଠାରୁ ଲାଗୁ ହେବାକୁ ଥିବା ଅନଲକ-୩ ରେ କେତେକ କଟକଣାକୁ ପର୍ଯ୍ୟାୟକ୍ରମେ ଉଠାଇ ନିଆଯିବ। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଉପଲବ୍ଧ ତଥ୍ୟକୁ ଆଧାର କରି ବିଭିନ୍ନ ମନ୍ତ୍ରଣାଳୟ ସହିତ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜାରି ରହିଥିବା ରାତ୍ରୀକାଳୀନ କର୍ଫ୍ୟୁକୁ ଅନଲକ -୩…
