Home » CORONA POSITIVE » Page 2

ରାଜ୍ୟରେ ରେକର୍ଡ ସଂଖ୍ୟକ ୧୩୨୦ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୩୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୪ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୫୬୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୪୭…

Read More

ଅନୁଗୋଳ ରେ ଆଜି ୭ କରୋନା ଆକ୍ରାନ୍ତ ଚିହ୍ନଟ ,ମୋଟ ପଜିଟିଭ ୨୫୨ରେ

ଅନୁଗୋଳ: ଆଜି ଅନୁଗୋଳ ରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ଆକ୍ରାନ୍ତ ଙ୍କ ମଧ୍ୟରେ ଅନୁଗୁଳ ବ୍ଲକ ଅଞ୍ଚଳରୁ ୨ଜଣ , ଅନୁଗୁଳ ପୈାରାଞ୍ଚଳ ,ବଅଁରପାଳ ବ୍ଲକ ,ତାଲଚେର ବ୍ଲକ ,ଛେଣ୍ଡିପଦା ବ୍ଲକ ଓ କଣିହାଁ ସ୍ଥିତ ଏକ ଶିଳ୍ପାଞ୍ଚଳରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ବ୍ଲକ ଅଞ୍ଚଳର ୩୪ ଓ ୨୭ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ପୈାରାଞ୍ଚଳରୁ ଜଣେ ୪୯ ବର୍ଷିୟ ପୁରୁଷ କେରଳରୁ ଫେରି…

Read More

IPL ୟୁଏଇରେ ୧୯ ସେପ୍ଟେମ୍ବରରୁ ଆରମ୍ଭ

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର୧୩ ତମ ସିଜନ୍ ବିଷୟରେ ଅଫିସିଆଲ୍ ଘୋଷଣା କରାଯାଇଛି।  ଆଇପିଏଲ୍ ଚେୟାରମ୍ୟାନ୍ ଆନୁଷ୍ଠାନିକ ଭାବେ ନିଶ୍ଚିତ କରିଛନ୍ତି ଯେ ଆଇପିଏଲ୍ ୨୦୨୦ ସମଗ୍ର ଟୁର୍ନାମେଣ୍ଟ ୟୁଏଇରେ ଖେଳାଯିବ, କାରଣ ଭାରତରେ କରୋନା ଭାଇରସ ମାମଲା  ଦିନ କୁ ଦିନ ବୃଦ୍ଧି ପାଇବାରେ ଲାଗିଛି।  ସେ କହିଛନ୍ତି ଯେ ଆଇପିଏଲ ସେପ୍ଟେମ୍ବର ୧୯  ରୁ ଆରମ୍ଭ ହେବ ଏବଂ ନଭେମ୍ବର୮ରେ ଫାଇନାଲ  ମ୍ୟାଚ ଖେଳାଯିବ। ସେ କହିଛନ୍ତି ,ଦୁବାଇ, ଆବୁଧାବି ଏବଂ ଶାରଜା…

Read More

ଓଡ଼ିଶାରେ ରେକର୍ଡ ସଂଖ୍ୟକ ୧୫୯୪ କରୋନା ପଜିଟିଭ ଚିହ୍ନଟ; କେବଳ ଗଞ୍ଜାମ ଏବଂ ଖୋର୍ଦ୍ଧା ରେ ୧୦୫୨

ରାଜ୍ୟରେ ଆଜି ୧୫୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୭୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୩୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ…

Read More

ଇତିହାସରେ ପ୍ରଥମ ଥର ପାଇଁ ପୋଲିସକୁ ଜନସାଧାରଣଙ୍କ ସମର୍ଥନ ମିଳିଛି: ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(PIB), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯  ପରିଚାଳନାରେ ଅଗ୍ରଣୀ ଯୋଦ୍ଧାମାନଙ୍କ ଭୂମିକା” ଶୀର୍ଷକ ୱେବିନାର ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଏହି ୱେବିନାର ଅନୁଷ୍ଠିତ ହୋଇଥିଲା।ୱେବିନାରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ କଟକ-ଭୁବନେଶ୍ୱର ଦ୍ୱୈତନଗରୀ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ। ଶ୍ରୀ ମାଲବ୍ୟ କହିଥିଲେ ଯେ କରୋନା ମହାମାରୀର…

Read More

ବଢୁଛି ଲୋକାଲ ସଂକ୍ରମିତ ଙ୍କ ସଂଖ୍ୟା , ରାଜ୍ୟରେ ରେକର୍ଡ ସଂଖ୍ୟକ ୧୨୬୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୧୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୭ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୫୪୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୩୭  ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଆଜି ରାଜ୍ୟ ରେ ସୁସ୍ଥ ହେଲେ ୪୫୭ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି  ଆଉ ୪୫୭ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ହଜାର ୯୧୦ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୧୧୮ ଜଣ , ନୟାଗଡ଼ ଜିଲ୍ଲାରୁ ୫୩ ଜଣ , କଟକ ରୁ ୪୪ ଜଣ, ସୁନ୍ଦରଗଡ଼ ରୁ ୩୮…

Read More

ଆଜି ରାଜଧାନୀ ରେ ପୁଣି ୮୭ ଜଣ କରୋନା ପୋଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀରେ ଆଜି କରୋନା ସଂକ୍ରମିତ ୮୭ ଜଣ ଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ରାଜଧାନୀର ଥିବା ବିଭିନ୍ନ ବସ୍ତି, ହସ୍ପିଟାଲ ଓ ହଟସ୍ପଟ୍‌ ଜିଲ୍ଲାରୁ ଲୋକମାନଙ୍କ ଆଗମନ ରାଜଧାନୀ ପାଇଁ ବିପଦ ପାଲଟିଛି। ବିଏମ୍‌ସି ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ଭିତରୁ ସଙ୍ଗରୋଧରୁ ୪୧ ଜଣ ଓ ସ୍ଥାନୀୟ ଅଞ୍ଚଳ ରୁ ୪୬ ଜଣ  ରହିଛନ୍ତି। ୧୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୪  ଜଣ…

Read More

ରାଜ୍ୟରେ ନୂଆ ୪୯୪ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ

ରାଜ୍ୟରେ ଆଉ ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୪୬  ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ କରୋନା ପଜିଟିଭ;ଶନିବାର ରିପୋର୍ଟ ନେଗେଟିଭ ଆସିଥିଲା

ଶେଷ ଖବର ଅନୁସାରେ ,ଅମିତାଭ ବଚ୍ଚନ ଏବଂ ଅଭିଷେକ ବଚ୍ଚନ କରୋନା ପଜିଟିଭ୍ ଆସିବା ପରେ ବର୍ତ୍ତମାନ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ କରୋନା ପରୀକ୍ଷା ପଜିଟିଭ ଆସିଛି। ମହାରାଷ୍ଟ୍ରର  ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଟ୍ୱିଟ୍ କରିଛନ୍ତି ଯେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଝିଅ ଆରାଧ୍ୟା ବଚ୍ଚନ ଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଶ୍ରୀମତୀ ଜୟା ବଚ୍ଚନଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଆମେ ପ୍ରାର୍ଥନା କରୁଛୁ…

Read More
India covid19 report

ରାଜ୍ୟରେ ପୁଣି ୫୭୦କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ ୫୭୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ୧୯ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୧୮ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ କଟକ ଜିଲ୍ଲାରେ ୪୬ ଓ ସୁନ୍ଦରଗଡ଼ ଜିଲାରେ ୪୪  ଜଣ…

Read More