Home » corona recovered

ଅହମ୍ମଦାବାଦ କୋଭିଡ଼-୧୯ ହସ୍ପିଟାଲ ଅଗ୍ନିକାଣ୍ଡରେ ୮ ମୃତ ;ପ୍ରଧାନମନ୍ତ୍ରୀଙ୍କ ଦୁଃଖପ୍ରକାଶ ,ମୃତକଙ୍କ ପରିଜନଙ୍କୁ ମିଳିବ ୨ ଲକ୍ଷ ସହାୟତା

ଅହମ୍ମଦାବାଦ : ଅହମ୍ମଦାବାଦର କୋଭିଡ -୧୯ଡାକ୍ତରଖାନାରେ ଘଟିଥିବା ଅଗ୍ନିକାଣ୍ଡରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଗତକାଲି ରାତିରେ ଗୁଜୁରାଟର ଅହମ୍ମଦାବାଦରେ ଡାକ୍ତରଖାନାରେ ଅଗ୍ନିକାଣ୍ଡରେ ଆଠ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଯେଉଁ ହସ୍ପିଟାଲରେ ଏହି ଦୁର୍ଘଟଣା ଘଟିଥିଲା ​​ତାହାର ନାମ ଶ୍ରେୟ ହସ୍ପିଟାଲ, ଯାହାକୁ କୋଭିଡ -୧୯  ହସ୍ପିଟାଲ କରାଯାଇଥିଲାଏଠାରେ  କରୋନା ଭୂତାଣୁ ସଂକ୍ରମିତ ରୋଗୀ ଚିକିତ୍ସିତ ହେଉଥିଲେ। ସୂଚନା ଅନୁଯାୟୀ, ଏହି…

Read More

ଦେଶରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୧ ହଜାରରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ହାର ୬୭.୧୯ %

ନୂଆଦିଲ୍ଲୀ : ଗତ ୨୪ଘଣ୍ଟା ମଧ୍ୟରେ ଦେଶ କରୋନା ସୁସ୍ଥତା ହାରରେ ରେକର୍ଡ ସୃଷ୍ଟି କରିଛି । ଗୋଟିଏ ଦିନରେ ୫୧ ହଜାର ୭୦୬ ଜଣ ରୋଗୀ ସୁସ୍ଥ ହେବାରୁ ସୁସ୍ଥତା ହାର ଏପର୍ଯ୍ୟନ୍ତର ସର୍ବାଧିକ ୬୭.୧୯ ପ୍ରତିଶତରେ ପହଞ୍ଚିଛି। ଦିନକୁ ଦିନ ଏହା ବୃଦ୍ଧି ପାଇବାରେ ଲାଗିଛି।  ଏପର୍ଯ୍ୟନ୍ତ ୧୨ଲକ୍ଷ ୮୨ ହଜାର ୨୧୫ ଜଣ ସୁସ୍ଥ ହୋଇଛନ୍ତି ଯାହାକି ସକ୍ରିୟ ମାମଲାଠାରୁ ଦୁଇଗୁଣରୁ ମଧ୍ୟ ଅଧିକ। ରୋଗୀମାନଙ୍କ ସୁସ୍ଥତା ହାର ବୃଦ୍ଧି ପାଇବାରେ ଲାଗିଛି । ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ପଦ୍ଧତିକୁ…

Read More

୨୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ସଂକ୍ରମଣ ହାର ୧୦%ରୁ କମ

ନୂଆଦିଲ୍ଲୀ:ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬ ଲକ୍ଷ ୬୧ ହଜାର ୮୯୨ଟି କୋଭିଡ-୧୯ ନମୁନା ପରୀକ୍ଷା ହୋଇଥିଲା। ଏହାକୁ ମିଶାଇ ସମୁଦାୟ ୨ କୋଟି ୮ ଲକ୍ଷ ୬୪ ହଜାର ୭୫୦ଟି ନମୁନା ପରୀକ୍ଷା କରାଯାଇ ସାରିଲାଣି ଏବଂ ନିୟୁତ ପିଛା ନମୁନା ପରୀକ୍ଷଣ ୧୫ ହଜାର ୧୧୯ କୁ ପହଞ୍ଚିଛି। କୋଭିଡ-୧୯ ସଂକ୍ରମିତଙ୍କୁ ଶୀଘ୍ର ଚିହ୍ନଟ ଏବଂ ଏକାନ୍ତବାସର ଲକ୍ଷ୍ୟ ନେଇ କେନ୍ଦ୍ର ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ମିଳିତ ପ୍ରୟାସର ଫଳସ୍ଵରୂପ…

Read More

ଭାରତରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୧ ହଜାରରୁ ଅଧିକ କୋଭିଡ ରୋଗୀ ଆରୋଗ୍ୟ,ସୁସ୍ଥତା ହାର ୬୫.୪୪ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ :ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୫୧ ହଜାର ୨୫୫ ଜଣ ରୋଗୀ ଆରୋଗ୍ୟ ହୋଇଛନ୍ତି। କୋଭିଡ-୧୯ରୁ ସୁସ୍ଥ ହୋଇ ଘରକୁ ୫୧ ହଜାର ୨୫୫  ରୋଗୀଙ୍କୁ ମିଶାଇ ଭାରତର ମୋଟ ଆରୋଗ୍ୟ ସଂଖ୍ୟା ୧୧ ଲକ୍ଷ ୪୫ ହଜାର ୬୨୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ସର୍ବାଧିକ ରୋଗୀ ଆରୋଗ୍ୟ ହେବା ଫଳରେ ସୁସ୍ଥତା ହାର ୬୫.୪୪ %କୁ ବୃଦ୍ଧି ପାଇଛି। ଏହା ଦର୍ଶାଉଛି ଯେ, ଅଧିକରୁ ଅଧିକ କୋଭିଡ-୧୯ ରୋଗୀ…

Read More
angul report

ଆଜି ଚିହ୍ନଟ ହେଲେ ୧୨୦୩ କରୋନା ପଜିଟିଭ,ବଢୁଛି ଖୋର୍ଦ୍ଧାରେ କରୋନା ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୭୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୪୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୫୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୨୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ…

Read More
angul covid19

ରାଜ୍ୟ ରେ ଆଜି ସୁସ୍ଥ ହେଲେ ୫୮୧ ଜଣ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି  ଆଉ ୫୮୧ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୭ ହଜାର ୩୭୩ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୧୬୦ ଜଣ,ଗଜପତି ରୁ ୪୩ ଜଣ ,ରାୟଗଡା ରୁ ୧୨, ବରଗଡ଼ ରୁ ୨୫ ଜଣ, ଖୋର୍ଦ୍ଧା ରୁ…

Read More
covid19 India

ଭାରତରେ ଦିନକରେ ସର୍ବାଧିକ ୩୦ ହଜାର କରୋନା ସଂକ୍ରମିତ ସୁସ୍ଥ

ନୂଆଦିଲ୍ଲୀ : କ୍ରମାଗତ ଭାବେ ଦ୍ଵିତୀୟ ଦିନ ପାଇଁ ଗୋଟିଏ ଦିନରେ ସୁସ୍ଥତା ହାରରେ ଅଭୂତପୂର୍ଣ୍ଣ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୫୫୭ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି, ଯାହାକି ଏପର୍ଯ୍ୟନ୍ତ ଦିନକରେ ସୁସ୍ଥ ହୋଇଥିବା ସଂଖ୍ୟାରେ ସର୍ବାଧିକ। ବର୍ତ୍ତମାନ ସୁଦ୍ଧା ୭ ଲକ୍ଷ ୮୨ ହଜାର ୬୦୬ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ମୋଟ ସୁସ୍ଥତା ହାର ଶତକଡା ୬୩.୧୮ ରେ ପହଞ୍ଚିଛି।  କୋଭିଡ-୧୯ ପରିଚାଳନା ଦିଗରେ କେନ୍ଦ୍ର ସରକାରଙ୍କ…

Read More

ଆଜି ରାଜ୍ୟ ରେ ସୁସ୍ଥ ହେଲେ ୫୧୫ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତି

ରାଜ୍ୟରେ ଆଜି  ଆଉ ୫୧୫ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ହଜାର ୪୫୨ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୮୦ ଜଣ, ଯାଜପୁର ଜିଲ୍ଲାରୁ ୪୦ ଜଣ, ସୁନ୍ଦରଗଡ଼…

Read More

ରାଜ୍ୟ ରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ଦଶ ହଜାର ରୁ ଅଧିକ

ରାଜ୍ୟରେ ଆଜି  ଆଉ ୬୧୨  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୪୭୬ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୭୦ ଜଣ , ସୁନ୍ଦରଗଡ଼ ରୁ ୮୪ ଜଣ, କେଉଁଝର ରୁ ୪୮,ଗଜପତି ରୁ ୩୫, ବାଲେଶ୍ଵର ରୁ ୩୧ , ଜଣ,…

Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ୫୬୫ ଜଣ ସୁସ୍ଥ ହେଲେ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨ କୁ ବୃଦ୍ଧି

ରାଜ୍ୟରେ ଶୁକ୍ରବାର ଆଉ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭,୯୭୨ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୧୮୫ ଜଣ ଓ ତା’ତଳକୁ ରାୟଗଡ଼ା ଜିଲ୍ଲାରୁ ୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି,ବଲାଙ୍ଗୀରି ଜିଲ୍ଲାରୁ ୪୫ ଜଣ,କଟକ ଜିଲ୍ଲାରୁ…

Read More