ରାଜ୍ୟରେ ପୁଣି ୫୭୭ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୨ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ସୁନ୍ଦରଗଡ଼ ଜିଲ୍ଲାରେ ୮୩ ଓ ଖୋର୍ଦ୍ଧା ରେ ଜିଲାରେ…
