Home » covid-19 » Page 13

କରୋନା ସଂକ୍ରମଣ ପାଇଁ ଓଡ଼ିଶାରେ ବୋଲବମ ଯାତ୍ରା ଏବର୍ଷ ହେବନାହିଁ

ଭୁବନେଶ୍ଵର : ରାଜ୍ୟ ସରକାର ଆଜି ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। କରୋନା ସଂକ୍ରମଣ ଯୋଗୁଁ ଏ ବର୍ଷ  ଶ୍ରାବଣ ମାସ ବୋଲବମ୍ ଯାତ୍ରା ବନ୍ଦ ରହିବ।ଶୈବପୀଠରେ କରୁଥିବା ଜଳଲାଗି ଉପରେ କଟକଣା ଜାରି ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀ ରେ ଅତିରିକ୍ତ ଶାସନ ସଚିବ ତଥା ସ୍ଵତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମ‌ାର ଜେନା ଏହି ଘୋଷଣା କରିଛନ୍ତି । ପୂର୍ବରୁ ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ସମସ୍ତ ଧର୍ମପୀଠ ବନ୍ଦ…

Read More

ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ ୪୯୫    କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୫୫    ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୦  ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ୨୪ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୧୬ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଖୋର୍ଦ୍ଧା ଜିଲ୍ଲାରେ ୫୦  ଓ ମୟୂରଭଞ୍ଜ ରେ…

Read More

ଭୁବନେଶ୍ଵର ର ୪ଟି ଘରୋଇ ପରୀକ୍ଷାଗାର ରେ କୋଭିଡ଼-୧୯ ର ପରୀକ୍ଷା;ସର୍ବାଧିକ ପରୀକ୍ଷାମୂଲ୍ୟ ୨୨୦୦ ଟଙ୍କା

କରୋନା ଭୂତାଣୁ ରୋଗ ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଗାମୀ ୪୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଗ୍ରାମାଞ୍ଚଳର ପ୍ରତିଟି ଘର ଏବଂ ସହରାଞ୍ଚଳର ବସ୍ତି ଅଞ୍ଚଳରେ ଘରକୁ ଘର ସର୍ଭେ କରାଯିବ। ଆଶାକର୍ମୀମାନେ…

Read More

ପ୍ରଧାନମନ୍ତ୍ରୀ ଓ ରୁଷ ରାଷ୍ଟ୍ରପତିଙ୍କ ମଧ୍ୟରେ ଟେଲିଫୋନ ଯୋଗେ ଆଲୋଚନା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁତିନଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି। ଦ୍ଵିତୀୟ ବିଶ୍ଵ ଯୁଦ୍ଧରେ ବିଜୟର ୭୫  ବର୍ଷ ପୂର୍ତ୍ତି ଅବସରରେ ପାଳନ କରାଯାଉଥିବା ସମାରୋହ ସଫଳତା ଏବଂ ରୁଷରେ ସାମ୍ବିଧାନିକ ସଂଶୋଧନ ଉପରେ ଭୋଟର ସଫଳ ସମାପନ ଲାଗି ପ୍ରଧାନମନ୍ତ୍ରୀ ସହୃଦୟତାର ସହିତ ଅଭିନନ୍ଦନ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ୨୪ ଜୁନ ରେ ମସ୍କୋରେ ଆୟୋଜିତ ସାମରିକ ପରେଡରେ ଏକ ଭାରତୀୟ ସୈନ୍ୟ ଦଳ ଅଂଶଗ୍ରହଣ…

Read More

ରାଜ୍ୟରେ ପୁଣି ୨୨୯ କରୋନା ପଜିଟିଭ ଚିହ୍ନଟ;ବଢୁଛି ଲୋକାଲ ସଂକ୍ରମିତ

ଆଜି ୧୯   ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୯୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୨୨  ଓ ବାଲେଶ୍ୱର ଜଣ ସଂକ୍ରମିତ ହୋଇଛନ୍ତି।  ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ ଓ ଖୋର୍ଦ୍ଧା  ଜିଲ୍ଲାରୁ ୨୧  ଜଣ  ସଂକ୍ରମିତ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ୨  ଜଣ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଜିଲାରୁ ୪ ଜଣ ସଂକ୍ରମିତ ହୋଇଛନ୍ତି।   ସୁନ୍ଦରଗଡ଼ ଜିଲ୍ଲାରୁ ୧୭ ଜଣ ସଂକ୍ରମିତ ହୋଇଛନ୍ତି। କଟକ ଜିଲ୍ଲାରୁ…

Read More

ରାଜ୍ୟରେ ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ ୨୦୬   କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୯୨  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪  ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ୨୨  ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ମାଲକାନଗିରି ଜିଲ୍ଲାରେ  ସର୍ବାଧିକ ୩୬    ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୨୮  ଜଣ , କେଉଁଝର  ଓ…

Read More

ଅନୁଗୋଳରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ଓ ୪ ସୁସ୍ଥ;ପଜିଟିଭ ସଂଖ୍ୟା ୬୬ ଓ ସୁସ୍ଥ ସଂଖ୍ୟା ୫୪ କୁ ବୃଦ୍ଧି

ଅନୁଗୋଳ: ଆଠମଲ୍ଲିକ ବ୍ଲକ୍ ଅନ୍ତର୍ଗତ ଏକ ଅସ୍ଥାୟୀ ସ୍ଵାସ୍ଥ୍ୟ ଶିବିରରୁ ଜଣେ ୨୧ ବର୍ଷିୟ ଯୁବକ କରୋନା ଆକ୍ରାନ୍ତ ହୋଇଥୁବାର ରିପୋର୍ଟ ଆସିଛି । ଚଳିତ ମାସ ୨୫ ତାରିଖରୁ ଏହି ଯୁବକ ତାମିଲନାଡୁରୁ ଆସି ସଙ୍ଗରୋଧରେ ଥିଲେ ଏବଂ ତାଂକର ସ୍ଵାବ ନମୁନାରୁ ପଜିଟିଭ ଜଣାପଡିଛି। ତାଂକର କୌଣସି କରୋନା ଲକ୍ଷଣ ନ ଥିଲା। ତାକୁ ତାଳଚେର କୋଭିଡ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେହିପରି ବଅଁରପାଳ ବ୍ଳକ୍ ଅଂଚଳର ,ଏକ ୫୨ ବର୍ଷିୟ ବ୍ୟକ୍ତି କଟକର…

Read More

ଫରିଦାବାଦରେ ଭାରତୀୟ ତୈଳ ର ଗବେଷଣା ଏବଂ ବିକାଶ କମ୍ପ୍ଲେକ୍ସର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଶିଳାନ୍ୟାସ

ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ଲାବରୋଟୋରି ହେବ – ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଂଟ ଏବଂ ଡିପ୍ଲୋଏମେଟ ସେଂଟରର ଦ୍ୱିତୀୟ ଆର ଓ  ଡି କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି । ଉଦଘାଟିତ ହୋଇଥିବା ଦ୍ୱିତୀୟ ଆର ଓ ଡି ସେଂଟର ଆଗାମୀ ଦିନରେ ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ମାର୍ଗ ଖୋଜିବାର…

Read More

ରାଜ୍ୟରେ ପୁଣି ୨୬୪ କରୋନା ପଜିଟିଭ

ରାଜ୍ୟରେ ଆଉ ୨୬୪  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୨୩୪  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦  ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ୨୩ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ  ଜିଲ୍ଲାରେ  ସର୍ବାଧିକ ୭୬   ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୪୧ ଜଣ , କେଉଁଝର ଜିଲ୍ଲାରୁ…

Read More

କୋଭିଡ୍-୧୯ର ସଂକ୍ରମଣକୁ ପ୍ରତିହତ ପାଇଁ ଓଡ଼ିଶା ସରକାରଙ୍କ ପଦକ୍ଷେପ

ଆଜି ସୁଦ୍ଧା ବାହାର ରାଜ୍ୟ ଗୁଡ଼ିକରୁ ଓଡ଼ିଶାକୁ ପାଞ୍ଚ ଲକ୍ଷ ରୁ ଅଧିକ ଜଣ ଫେରିଛନ୍ତି। କୋଭିଡ୍-୧୯ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଏ ସଂପର୍କରେ କଟକ ଜିଲ୍ଲାର କୋଭିଡ୍ ପର୍ଯ୍ୟବେକ୍ଷକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଏବଂ କଟକ ମହାନଗର ନିଗମର କମିଶନର ଶ୍ରୀମତୀ ଅନନ୍ୟା ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ…

Read More
odisha_covid19

୨୪ ଘଣ୍ଟା ରେ ୧୭ ହଜାରରୁ ଅଧିକ କରୋନା ପଜିଟିଭ

ଦେଶରେ କରୋନା ଭୂତାଣୁ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪.୯୦ ଲକ୍ଷକୁ ବୃଦ୍ଧି ପାଇଛି। ଗତ ୨୪  ଘଣ୍ଟା ମଧ୍ୟରେ ୧୭  ହଜାରରୁ ଅଧିକ କରୋନା ଭୂତାଣୁ ରିପୋର୍ଟ ହୋଇଥିବା ବେଳେ ୪୦୭  ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ ଭାଇରସରୁ ମୁକ୍ତି ପାଇଥିବା ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପର୍ଯ୍ୟନ୍ତ ୨.୮୫ ଲକ୍ଷ ଲୋକ ସମ୍ପୂର୍ଣ୍ଣ ସୁସ୍ଥ ହୋଇଲେଣି । ସୂଚନା ଥାଉକି,ଦେଶରେ ସମୁଦାୟ କରୋନା ଜୀବାଣୁ ସଂଖ୍ୟା ୪ ଲକ୍ଷ…

Read More