ଆଜି ରାଜ୍ୟ ରେ ସୁସ୍ଥ ହେଲେ ୬୦୭ କରୋନା ଆକ୍ରାନ୍ତ
ରାଜ୍ୟରେ ଆଜି ଆଉ ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୧,୯୩୭ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୭୯ ଜଣ , ଯାଜପୁର ରୁ ୮୪ ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ , କଟକ ରୁ ୪୨ ଜଣ,କେଉଁଝର…
