mtimes odia
Home » Crops Increases MSP
paddy_msp_price_1940

Modi ସରକାରଙ୍କ ବଡ ନିଷ୍ପତି,ଧାନର MSP ମୂଲ୍ୟ କୁଇଣ୍ଟାଲ ପିଛା ୧୯୪୦ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ (Cabinet) ବୁଧବାର ଚଳିତ ଖରିଫ ଫସଲ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ ଘୋଷଣା କରିଛନ୍ତି। ସରକାର ଧାନ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ (MSP) କୁ ୨୦୨୧-୨୨ ଫସଲ ବର୍ଷ ପାଇଁ କ୍ୱିଣ୍ଟାଲ ପିଛା ୧,୮୬୮ ରୁ ୧,୯୪୦ ଟଙ୍କାକୁ  ବୃଦ୍ଧି କରିଛନ୍ତି। କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ଟୋମର କହିଛନ୍ତି ଯେ ଦେଶର କୃଷକଙ୍କ ଆୟ ଦ୍ୱିଗୁଣିତ…

Read More