ନୂଆ ଶିକ୍ଷାନୀତି ଭାରତକୁ ଏକ ନଲେଜ ହବ୍ରେ ପରିଣତ କରିବ
ନୂତନ ଶିକ୍ଷାନୀତି ୨୦୨୦ (National Education Policy 2020) ଉପରେ ଏକ ସମ୍ମିଳନୀ ଭର୍ଚୁଆଲ ବ୍ୟବସ୍ଥାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ, ବିଭିନ୍ନ ରାଜ୍ୟର ରାଜ୍ୟପାଳ ଓ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଗଣ, ପ୍ରଶାସକ ଏବଂ କେନ୍ଦ୍ର ଓ ବିଭିନ୍ନ ରାଜ୍ୟର ଶିକ୍ଷାମନ୍ତ୍ରୀ ଏହି ନୂଆ ନୀତିର ଲକ୍ଷ୍ୟ ଓ ଆଦର୍ଶ ସଂପର୍କରେ ଏକମତ ହୋଇଛନ୍ତି। ସେମାନେ କହିଛନ୍ତି ଯେ ଏହି ଶିକ୍ଷାନୀତି କେବଳ ଏକ ମାମୁଲି…
