Demonetisation Decision 2016: ମୋଦୀ ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତି ଠିକ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ : Demonetisation Decision 2016 ଆଜି ବିମୁଦ୍ରୀକରଣକୁ ନେଇ ଏକ ବଡ଼ ରାୟ ଆସିଛି। କେନ୍ଦ୍ରରେ ଥିବା ମୋଦୀ ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଠିକ ଥିଲା ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ଗତ ୨୦୧୬ ନଭେମ୍ବର ୮ରେ ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ବିମୁଦ୍ରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ ଉପଯୁକ୍ତ ଦର୍ଶାଇ ସୁପ୍ରିମକୋର୍ଟ ସମର୍ଥନ ଜଣାଇଛନ୍ତି। ଆଜି ଜଷ୍ଟିସ୍ ଏସ୍.ଏ.ନାଜିର୍ଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ନିଜ ରାୟ…
