Home » digitl media

ଆଜି ଚିହ୍ନଟ ହେଲେ ୧୪୩୪ କରୋନା ପଜିଟିଭ, ପ୍ରଥମ ଥର ରାୟଗଡା ରେ ୧୯୭ ଆକ୍ରାନ୍ତ

ଭୁବନେଶ୍ଵର :ରାଜ୍ୟରେ ଆଜି ୧୪୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୨୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More