President Droupadi Murmu: ରାଷ୍ଟ୍ରପତି ବଡ଼ଦାଣ୍ଡରେ ଭାବବିହ୍ଵଳ
ଭୁବନେଶ୍ୱର: President Droupadi Murmu ଆଜି ଗୁରୁବାର ୨ ଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ଵତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ରାଷ୍ଟ୍ରପତି ଆଜି ପୂର୍ବାହ୍ନ ୧୦.୫୦ରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମୁଖ୍ୟ ଶାସନ ସଚିବ ସ୍ଵାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ବିମାନବନ୍ଦରରେ ଗାର୍ଡ ଅଫ୍ ଅନର…
