ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆହୁରି ୫ ମାସ ମିଳିବ ମାଗଣା ରାସନ,ମିଳିଲା କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (PM Narendra Modi)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା (Pradhanmantri Garib Kalyan Yojana) ପର୍ଯ୍ୟାୟ-୪ ଅନ୍ତର୍ଗତ ଜୁଲାଇରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଅଧିକ ପାଞ୍ଚ ମାସ ପାଇଁ ଏନଏଫଏସଏ (National Food Security Act-NFSA) ହିତାଧିକାରୀମାନଙ୍କୁ ଅତିରିକ୍ତ ଖାଦ୍ୟଶସ୍ୟ ଆବଣ୍ଟନ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫କିଗ୍ରା ଲେଖାଏଁ ଚାଉଳ ମାଗଣାରେ ଯୋଗାଇ ଦିଆଯିବ। ଏଥିରେ…
