Home » garib kalyan yojana

ଓଡ଼ିଶା ସମେତ ୬ଟି ରାଜ୍ୟରେ ରେଳବାଇ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନାରେ ୫ ଲକ୍ଷରୁ ଅଧିକ ଶ୍ରମ ଦିବସ ସୃଷ୍ଟି

୬ ଟି ରାଜ୍ୟ ହେଲା ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ ଓ ରାଜସ୍ଥାନ ୬ ଟି ରାଜ୍ୟର ୧୧୬ ଟି ଜିଲ୍ଲାରେ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନା କାର୍ଯ୍ୟକାରୀ ହେଉଛି ନୂଆଦିଲ୍ଲୀ:ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନାରେ ଭାରତୀୟ ରେଳବାଇ ଓଡିଶା, ବିହାର, ଝାଡଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶରେ ୫ ଲକ୍ଷ ୫୦ ହଜାର  ଶ୍ରମ ଦିବସ ସୃଷ୍ଟି କରିଛି। ରେଳବାଇ, ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ଏସବୁ ପ୍ରକଳ୍ପର କାର୍ଯ୍ୟକାରିତା ଉପରେ ତୀକ୍ଷ୍ନ…

Read More

ଗରିବଙ୍କ ସମେତ ସମସ୍ତଙ୍କର ଭଲରେ ବଞ୍ଚିବା ଏବଂ ଉତ୍ତମ ଜୀବନଯାପନ କରିବା ଏକ ଅଧିକାର : ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଏକ ଭିଡିଓ କନ୍‌ଫରେନ୍ସ ବ୍ୟବସ୍ଥା ମାଧ୍ୟମରେ ମଣିପୁର ଜଳଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ ସାରା ଦେଶ ଏବେ କୋଭିଡ-୧୯ ବିରୋଧରେ ନିରନ୍ତର ଲଢେଇ ଜାରି ରଖିଥିବାବେଳେ ପୂର୍ବ ଏବଂ ଉତ୍ତରପୂର୍ବ ଭାରତ ଦ୍ୱୈତ ଆହ୍ୱାନର ସମ୍ମୁଖୀନ ହୋଇଛି। କରୋନା ସହିତ ଏବେ ଏ ଅଞ୍ଚଳରେ ବର୍ଷା ଓ ବନ୍ୟା ବିତ୍ପାତ ଦେଖାଦେଇଛି। ବନ୍ୟା ଓ ବର୍ଷା ଫଳରେ…

Read More

ଉଜ୍ଜଳା ଯୋଜନାରେ ମାଗଣା ଗ୍ୟାସ ଦେବା ଅବଧି ଆଉ ୩ ମାସ ବୃଦ୍ଧି; ଦେଶର ଗରିବ ମାଆ ଓ ଭଉଣୀଙ୍କୁ ଲାଭ ଦେବ– ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଆଜି ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ ଆହୁରି ୩ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ନିଷ୍ପତ୍ତି ଦେଶର ଗରିବ ମାଆ ଓ ଭଉଣୀମାନଙ୍କୁ ଲାଭ ଦେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ଏ ସଂପର୍କରେ ଏକ ପ୍ରସ୍ତାବ ଦିଆଯାଇଥିଲା। ତଦନୁସାରେ ୧ ଜୁଲାଇ ଠାରୁ ୩ ମାସ ପାଇଁ…

Read More

ଗରିବ କଲ୍ୟାଣ ରୋଜଗାର ଯୋଜନା ଆରମ୍ଭ;ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଯୁକ୍ତି ପାଇବେ : ପ୍ରଧାନମନ୍ତ୍ରୀ

୧୧୬ ଜିଲ୍ଲାର ପଚିଶ ହଜାର ରୁ ଅଧିକ ଶ୍ରମିକ କୁ ଲାଭ ଓଡ଼ିଶାରୁ ୪ ଜିଲ୍ଲା ସାମିଲ   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଭିଡିଓ କନଫରେନ୍ସ ମାଧ୍ୟମରେ ୫୦,୦୦୦ କୋଟି ଟଙ୍କା ମୂଲ୍ୟର ଗରିବ କଲ୍ୟାଣ ନିଯୁକ୍ତି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ, କରୋନା ଜୀବାଣୁ ମହାମାରୀ ହେତୁ ଲକଡାଉନ୍ ସମୟରେ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରି ଆସିଥିଲେ। ଏହି ଭିଡିଓ କନଫରେନ୍ସ ରେ ଓଡିଶା,ବିହାର,ଉତ୍ତରପ୍ରଦେଶ,ମଧ୍ୟପ୍ରଦେଶ,ରାଜସ୍ଥାନ ଏବଂ…

Read More