India-Korea : ପ୍ରଧାନମନ୍ତ୍ରୀ ମୋଦୀ ଏବଂ କୋରିଆ ରାଷ୍ଟ୍ରପତି ମୁନ ଜେ-ଇନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (Prime Minister Shri Narendra Modi) କୋରିଆ ଗଣତନ୍ତ୍ରର ରାଷ୍ଟ୍ରପତି ମାନ୍ୟବର ମୁନ ଜେ-ଇନ (Moon Jae-in)ଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। କୋଭିଡ-୧୯ (Covid-19) ମହାମାରୀ ଲଢେଇର ଅଗ୍ରଗତି, ଅନ୍ତର୍ଜାତୀୟ ଭାଲ୍ୟୁ ଚେନର ବିବିଧକରଣ (Global value chain), ସ୍ୱଚ୍ଛ ସଂରକ୍ଷଣର ଆବଶ୍ୟକତା, ବିକାଶ ତଥା ନିୟମ-ଆଧାରିତ ବିଶ୍ୱ ବାଣିଜ୍ୟ ଏବଂ ବିଶ୍ୱ ବାଣିଜ୍ୟ ସଂଗଠନର ଗୁରୁତ୍ୱପୂର୍ଣ୍ଣ ଭୂମିକା ସହିତ ବିଶ୍ଵସ୍ତରୀୟ ବିକାଶ ଉପରେ ଦୁଇ ନେତା ସମୀକ୍ଷା କରିଥିଲେ। ଉପରୋକ୍ତ…
