Home » Home minister
mamata

West Bengal Election: କୋଚବିହାର ହିଂସା ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ: ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ (West Bengal) ର କୋଚବିହାର (Cooch Behar) ହିଂସା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ (Mamata Banerjee) ଗୃହମନ୍ତ୍ରୀ ଅମିତ ଶାହା (Amit Shah) ଙ୍କୁ ଦାୟୀ କରିଛନ୍ତି। ପଶ୍ଚିମବଙ୍ଗର ସିଲିଗୁଡ଼ିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ଆଜିର ଘଟଣା ପାଇଁ ଗୃହମନ୍ତ୍ରୀ ଅମିତ ଶାହା ସମ୍ପୂର୍ଣ୍ଣ ଦାୟୀ। ସେ କହିଛନ୍ତି ମୁଁ କେନ୍ଦ୍ରୀୟ ସେନାକୁ ଦୋଷ ଦେଉ ନାହିଁ କାରଣ ସେମାନେ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାମ କରନ୍ତି।  ସୂଚନାଯୋଗ୍ୟ ପଶ୍ଚିମବଙ୍ଗରେ ଚତୁର୍ଥ…

Read More
Amit Shah

ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ :କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିଛି ସେ ନିଜେ ଟୁଇଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। ଏଥି ସହିତ, ସମ୍ପର୍କ ଥିବା ଲୋକଙ୍କୁ ମଧ୍ୟ କରୋନା ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି । ଟ୍ୱିଟରରେ ଲୋକମାନେ ତାଙ୍କୁ ଶୀଘ୍ର କରୋନା ଭୂତାଣୁ ସଂକ୍ରମଣରୁ ସୁସ୍ଥ ହେବାକୁ କାମନା କରିବା ଆରମ୍ଭ କରିଛନ୍ତି। ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଟ୍ଵିଟ କରି…

Read More