ICC New Chairman: ଦ୍ୱିତୀୟ ଥର ଆଇସିସି ଅଧ୍ୟକ୍ଷ ହେଲେ ଜୟ ଶାହ
ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦର ଅଧ୍ୟକ୍ଷ ଭାବେ ଜୟ ଶାହଙ୍କୁ ଦ୍ୱିତୀୟ ଥର ପାଇଁ ନିର୍ବିରୋଧ ଚୟନ କରାଯାଇଛି। ଇଣ୍ଡୋନେସିଆର ବାଲିଠାରେ ଆଇସିସି ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି।