ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ
ନୂଆଦିଲ୍ଲୀ :ଆଜି ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ ହୋଇଛି। ଶନିବାର ଅପରାହ୍ନରେ ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂ ୬୪ ବର୍ଷ ବୟସରେ ଦେହାନ୍ତ କରିଛନ୍ତି। ଅମର ସିଂ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ ଏବଂ ପ୍ରାୟ ୬ ମାସଧରି ସିଙ୍ଗାପୁରରେ ଚିକିତ୍ସିତ ହେଉଥିଲେ। ଆଜି ସେ ସ୍ୱାଧୀନତା ସଂଗ୍ରାମୀ ବାଲ ଗଙ୍ଗାଧର ତିଲକଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ…
