Home » Journalist
prakash javdekar

Covid-19 ରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା, ପରିବାର ପାଇବେ ପାଞ୍ଚ ଲକ୍ଷ ଟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ (Information and Broadcasting) ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର (Prakash Javadekar) ଙ୍କ ତତ୍ତ୍ଵାବଧାନରେ ମନ୍ତ୍ରଣାଳୟ ନିଜ ପକ୍ଷରୁ ୨୦୨୦ ଓ ୨୦୨୧ରେ କୋଭିଡ-୧୯ (Covid-19) ରେ ପ୍ରାଣ ହରାଇଥିବା ସାମ୍ବାଦିକ (Journalist) ମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ସଂଗ୍ରହ କରି ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ଯୋଜନା କରିଛନ୍ତି।  ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଶ୍ରୀ ଅମିତ ଖାରେଙ୍କ ଅଧ୍ୟକ୍ଷତାରେ…

Read More
nationalpress

National Press Day: ଆଜି ହେଉଛି ଜାତୀୟ ପ୍ରେସ୍ ଦିବସ; ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା

ଭୁବନେଶ୍ଵର: ଆଜି ଜାତୀୟ ପ୍ରେସ୍‍ ଦିବସ (National Press Day)। ଏକ ମୁକ୍ତ ଓ ଦାୟିତ୍ୱ ସମ୍ପନ୍ନ ଗଣମାଧ୍ୟମ ଭାବେ କାର୍ଯ୍ୟ କରିବା ପାଇଁ ପ୍ରତିବର୍ଷ ନଭେମ୍ବର ୧୬ ତାରିଖରେ ଜାତୀୟ ପ୍ରେସ୍‍ ଦିବସ ପାଳନ କରାଯାଏ। ଭାରତୀୟ ଗଣମାଧ୍ୟମ ଦ୍ୱାରା ପ୍ରଦତ୍ତ ରିପୋର୍ଟର ଗୁଣବତ୍ତା ଉପରେ ନଜର ରଖିବା ପାଇଁ ୧୯୬୬ ମସିହା ଆଜିର ଦିନରେ ପ୍ରେସ୍‍ କାଉନ୍‍ସିଲ ଅଫ୍‍ ଇଣ୍ଡିଆ (Press Council Of India) କାର୍ଯ୍ୟ ଆରମ୍ଭ କରିଥିଲା। ନଭେମ୍ବର ୧୬ ଏକ…

Read More