Home » kandhamala
Odisha Winter Temperature

Odisha Winter Temperature: ଓଡ଼ିଶାରେ ବଢୁଛି ଶୀତ, କମୁଛି ତାପମାତ୍ରା

ଭୁବନେଶ୍ଵର: Odisha Winter Temperature ଓଡ଼ିଶାରେ ବର୍ତ୍ତମାନ ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ରାଜ୍ୟରେ ଶୀତ ଅନୁଭୂତ ହେଉଛି। ଆଗକୁ ଆହୁରି ବଢିବ ଶୀତ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ଵର ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଏବଂ କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ତାପମାତ୍ରା ୧୦ ଡ଼ିଗ୍ରୀ ତଳେ ଥିବା ରେକର୍ଡ଼ କରାଯାଇଛି। ସେହିପରି ଗତକାଲି ସୋମବାର ରାଜ୍ୟର ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡ଼ିଗ୍ରୀ ତଳେ ରହିଥିବା ରେକର୍ଡ କରାଯାଇଛି।…

Read More
maoist

Odisha: ଓଡ଼ିଶାର ୧୫ଟି ମାଓପ୍ରବଣ ଜିଲ୍ଲାକୁ ମିଳୁଛି ସ୍ୱତନ୍ତ୍ର କେନ୍ଦ୍ରୀୟ ସହାୟତା, ଚାରି ବର୍ଷରେ ମିଳିଛି ୧୫୭.୫୮ କୋଟି ଟଙ୍କା

ଭୁବନେଶ୍ଵର: ଦେଶର ବାମପନ୍ଥୀ ଉଗ୍ରବାଦ ପ୍ରବଣ ଜିଲ୍ଲାଗୁଡ଼ିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର କେନ୍ଦ୍ରୀୟ ସହାୟତା (SCA) ଯୋଜନା ମାଧ୍ୟମରେ ବିଶେଷ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ବିଗତ ତିନି ବର୍ଷ ଏବଂ ଚଳିତ ବର୍ଷ ଓଡ଼ିଶା (Odisha) କୁ ମୋଟ ୧୫୭.୫୮ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ୨୦୧୭-୧୮ ଆର୍ଥିକ ବର୍ଷରେ ରାଜ୍ୟକୁ ୧୦ କୋଟି ଟଙ୍କା, ୨୦୧୮-୧୮ ଆର୍ଥିକ ବର୍ଷରେ ୬୬.୬୭ କୋଟି ଟଙ୍କା, ୨୦୧୯-୨୦ ଆର୍ଥିକ ବର୍ଷରେ ୬୬.୬୬ କୋଟି ଟଙ୍କା ଓ ୨୦୨୦-୨୧…

Read More
Weather Report of Odisha

Weather Report: ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ

ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟରହିଛି। ବର୍ତ୍ତମାନ ଏହା ଅବପାତରେ ପରିଣତ ହେବା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି। ବିଶେଷକରି ଗଞ୍ଜାମ…

Read More
Weather Report of Odisha

Weather Report: ଆସନ୍ତା ତିନିଦିନ ପ୍ରବଳ ବର୍ଷା

ଭୁବନେଶ୍ଵର:  କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ପରବର୍ତ୍ତୀ ୩ ଦିନ ପାଇଁ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ଯୋଗୁଁ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ…

Read More
Weather Report of Odisha

Weather Report: ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଗତକାଲି ରାଜ୍ୟର ପ୍ରାୟ ସବୁ ଅଞ୍ଚଳ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ଅନୁଗୁଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର…

Read More
Weather Report of Odisha

Weather Report: ଆଗାମୀ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରବାହରେ ରାଜ୍ୟରେ ଗତକାଲିଠାରୁ ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, କଟକ, ଭଦ୍ରକ,ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ,…

Read More
ashok sahu

BJP Leader: ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

କଟକ: ବରିଷ୍ଠ ବିଜେପି (BJP) ନେତା ତଥା ଅବସରପ୍ରାପ୍ତ ଆଇପିଏସ୍‌ (IPS) ଅଶୋକ ସାହୁ (Ashok Sahu)ଙ୍କ ୬୮ ବର୍ଷ ବୟସରେ ପରଲୋକ ହୋଇଛି। ଆଜି କଟକର ଏକ ଘରୋଇ ନର୍ସିଂହୋମରେ ବିଜେପିର ଏହି ବରିଷ୍ଠ ନେତା ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି । ସୂଚନାଅନୁସାରେ ,ଶ୍ରୀ ଅଶୋକ ସାହୁ ଗତ ୮ ତାରିଖ ଦିନ କଟକର ଏକ ଘରୋଇ ନର୍ସିଂହୋମରେ ପକ୍ଷାଘାତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। କିନ୍ତୁ ଆଜି ସକାଳେ  ତାଙ୍କର ଦେହାନ୍ତ…

Read More