Home » KANIHA

ଅନୁଗୋଳରେ ପୁଣି ୧୦ କରୋନା ପଜିଟିଭ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୫

ଅନୁଗୋଳ: ଆଜି ଅନୁଗୋଳ ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବଅଁରପାଳ ବ୍ଳକ ଅଂଚଳରୁ ୫ ଜଣ, କଣିହାଁ ବ୍ଳକ୍ ଅଂଚଳରୁ ୩ ଜଣ ଓ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୨ ଜଣ ଚିହ୍ନଟ ହୋଇଛନ୍ତି।  ବଅଁରପାଳ ବ୍ଳକ୍ ଅଂଚଳର ଏକ ଶିଳ୍ପ ସଂସ୍ଥାରୁ ୫ ଜଣକ ମଧ୍ୟରେ ୪ ଜଣ ପୁରୁଷ ଯାହାଙ୍କ ବୟସ ଯଥାକ୍ରମେ ୩୦(ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ),୩୩(ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ),୩୭ ଓ ୬୩(ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ) ବର୍ଷ ଏବଂ ମହିଳାଙ୍କ ବୟସ…

Read More

ଆଜି ଅନୁଗୋଳ ରୁ ୨୧ କରୋନା ପଜିଟିଭ ଚିହ୍ନଟ,ମୋଟ ୨୮୬

ଅନୁଗୋଳ:ଆଜି ଜିଲ୍ଲାରୁ ୨୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ଏବେ କରୋନା ପଜିଟିଭ ସଂଖ୍ୟା ୨୮୬ ରେ ପହଞ୍ଚିଛି । ଆଜି ବଅଁରପାଳ ବ୍ଳକ୍ ଅଞ୍ଚଳରୁ ସର୍ବାଧିକ ୧୪ ଜଣ , କଣିହାଁ ବ୍ଳକ୍ ଅଞ୍ଚଳ ରୁ ୩ ଜଣ , ତାଳଚେର ବ୍ଲକ୍ ଅଞ୍ଚଳରୁ ୨ ଜଣଏବଂ ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଳକ୍ ଅଞ୍ଚଳର ଗୋଟିଏ ପରିବାରର ୭ ଜଣ କରୋନା ପଜିଟିଭ…

Read More

ଅନୁଗୋଳ ରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ଅନୁଗୋଳ : (ମହିମାଲାଇଭ) ଅନୁଗୋଳ ଜିଲ୍ଲାରୁ ସୋମବାର ଦିନ ପୁଣି  ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଠମଲ୍ଲିକ ବ୍ଲକ୍ ଅଞ୍ଚଳର ସର୍ବାଧିକ ୫ ଜଣ , ଅନୁଗୁଳ ପୌରାଞ୍ଚଳରୁ ୩ ଜଣ , ଅନୁଗୁଳ ବ୍ଳକ୍, କଣିହାଁ ଶିଳ୍ପାଞ୍ଚଳ, ତାଳଚେର ବ୍ଲକ ଓ ତାଳଚେର ପୌରାଞ୍ଚଳରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଠମଲ୍ଲିକ ବ୍ଲକ୍ ଅଞ୍ଚଳର ଏକ ଅସ୍ଥାୟୀ ମେଡିକାଲ ଶିବିରରୁ ୫ ଜଣ ପୁରୁଷ କରୋନା ପଜିଟିଭ ଭାବେ…

Read More