Home » KHARIF CROPS
paddy_msp_price_1940

Modi ସରକାରଙ୍କ ବଡ ନିଷ୍ପତି,ଧାନର MSP ମୂଲ୍ୟ କୁଇଣ୍ଟାଲ ପିଛା ୧୯୪୦ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ (Cabinet) ବୁଧବାର ଚଳିତ ଖରିଫ ଫସଲ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ ଘୋଷଣା କରିଛନ୍ତି। ସରକାର ଧାନ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ (MSP) କୁ ୨୦୨୧-୨୨ ଫସଲ ବର୍ଷ ପାଇଁ କ୍ୱିଣ୍ଟାଲ ପିଛା ୧,୮୬୮ ରୁ ୧,୯୪୦ ଟଙ୍କାକୁ  ବୃଦ୍ଧି କରିଛନ୍ତି। କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ଟୋମର କହିଛନ୍ତି ଯେ ଦେଶର କୃଷକଙ୍କ ଆୟ ଦ୍ୱିଗୁଣିତ…

Read More

ଚଳିତବର୍ଷ ଖରିଫ ଫସଲ ବୁଣାବୁଣି ଗତବର୍ଷ ତୁଳନାରେ ଅଧିକ

ଦେଶରେ କୋଭିଡ଼-୧୯ର ସ୍ଥିତି ଦିନକୁ ଦିନ ବଢିବାରେ ଲାଗିଛି। କିନ୍ତୁ ଚାଷ କାର୍ଯ୍ୟ ଆଗେଇଚାଲିଛି। ଖରିଫ ଫସଲ ବୁଣାବୁଣି କ୍ଷେତ୍ରରେ କରୋନା ମହାମାରୀର କୌଣସି ପ୍ରଭାବ ପଡିନାହିଁ। ଗତବର୍ଷ ଏହି ସମୟରେ ୫୭୦.୮୬ ଲକ୍ଷ ହେକ୍ଟର ଜମିରେ ବୁଣାବୁଣି ହୋଇଥିଲା। ଅତଏବ ଗତବର୍ଷ ତୁଳନାରେ ଏହି ସମୟ ମଧ୍ୟରେ ଦେଶର ଖରିଫ ବୁଣାବୁଣି ୨୧.୨୦ ଶତାଂଶ ଅଧିକ ହୋଇଛି। ଚଳିତ ଜୁଲାଇ ୧୬ ତାରିଖ ସୁଦ୍ଧା ଦେଶରେ ୩୩୮.୩ ମିଲିମିଟର ବୃଷ୍ଟିପାତ ରେକର୍ଡ କରାଯାଇଛି। ଏହି ସମୟ…

Read More

ଅର୍ଥମନ୍ତ୍ରୀଙ୍କ ଦ୍ଵାରା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସମୀକ୍ଷା

ନୂଆଦିଲ୍ଲୀ:କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ଭିଡିଓ କନଫରେନ୍ସ ଜରିଆରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରିବା ସହିତ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY)ର ସମୀକ୍ଷା କରିଛନ୍ତି। ଏହି ବୈଠକରେ ଅର୍ଥ ସେବା ବିଭାଗର ସଚିବ ଶ୍ରୀ ଦେବାଶିଷ ପଣ୍ଡାଙ୍କ ସମେତ କୃଷି ସମବାୟ ଓ କୃଷକ କଲ୍ୟାଣ, ପିଏମଏଫବିୱାଇକୁ କାର୍ଯ୍ୟକାରୀ କରୁଥିବା ସାଧାରଣ ବୀମା କମ୍ପାନୀ ଓ ଅନୁସୂଚିତ ବାଣିଜ୍ୟିକ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ…

Read More