Coal Scam: ଦିଲ୍ଲୀପ ରାୟଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଉ: CBI
ନୂଆଦିଲ୍ଲୀ (ମହିମା ଲାଇଭ ବ୍ୟୁରୋ): କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ (Dillip Ray) ଙ୍କ ଦଣ୍ଡବିଧାନ ଆସନ୍ତା ଅକ୍ଟୋବର ୨୬ତାରିଖକୁ ଘୁଞ୍ଚାଇଦିଆଯାଇଛି। ଏହି ମାମଲାର ସମସ୍ତ ଦୋଷୀଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାସର ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଦୋଷୀ କୋଭିଡ-୧୯ ପ୍ରତିଷେଧକ ସହ ହଜାରହେବାକୁ କୁହାଯାଇଛି। ଦିଲ୍ଲୀପଙ୍କ ସମେତ ୩ବରିଷ୍ଠ ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସବୁଠୁ ବଡ କଥା ହେଲା…
