Home » lilavati hospital

ଅଭିନେତା ସଞ୍ଜୟ ଦତ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ,ମୁମ୍ବାଇର ଲିଲାବତୀ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ:ଚଳଚ୍ଚିତ୍ର ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶନିବାର ରାତି ମୁମ୍ବାଇର ଲୀଲାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା। ତେବେ ସଞ୍ଜୟ ଦତ୍ତଙ୍କ କରୋନା ରିପୋର୍ଟ ନେଗଟିଭ ଆସିଛି ଏବଂ ସେ ସମ୍ପୂର୍ଣ୍ଣ ଭଲ ଅଛନ୍ତି। ମୁମ୍ବାଇର ଲୀଲାବତୀ ହସ୍ପିଟାଲ ଦ୍ଵାରା ପ୍ରକାଶିତ ଏକ ବିବୃତ୍ତିରେ କୁହାଯାଇଛି, ଅଭିନେତା ସଞ୍ଜୟ ଦତ୍ତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ  ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କର କୋଭିଡ -୧୯ ରିପୋର୍ଟ ନେଗଟିଭ ଆସିଛି ,…

Read More