LL: ଆର୍ଟିଓରେ ଆଜିଠୁ ହେବ ଲର୍ଣ୍ଣର୍ସ ଲାଇସେନ୍ସ ଟେଷ୍ଟ, ପୂର୍ବରୁ ଆବେଦନ କରିଥିବା ବ୍ୟକ୍ତିଙ୍କୁ ମିଳବ ସୁଯୋଗ
ଭୁବନେଶ୍ଵର: ରାଜ୍ୟର ସମସ୍ତ ଆର୍ଟିଓ (RTO) ରେ ଆଜିଠାରୁ ଲର୍ଣ୍ଣର୍ସ ଲାଇସେନ୍ସ ଟେଷ୍ଟ (Learners License Test) ଆରମ୍ଭ ହେଉଛି। ପୂର୍ବରୁ ଯେଉଁମାନେ ଆବେଦନ କରିଥିଲେ, କେବଳ ସେହିମାନେ ଏହି ଟେଷ୍ଟ ଦେବେ। ସୂଚନାଯୋଗ୍ୟ ରାଜ୍ୟରେ କରୋନା ଭୂତାଣୁ ମହାମାରୀ (Corona Virus Pandemic) ଯୋଗୁଁ ଗତ ୮ ମାସ ହେବ ଏହି ଟେଷ୍ଟ ବନ୍ଦ୍ ରହିଥିଲା । ଗତ ୧୨ ତାରିଖରୁ ନୂତନ ସ୍ଲଟ୍ ପାଇଁ ବୁକିଂ ଆରମ୍ଭ ହୋଇଛି। ତେବେ ପୂର୍ବରୁ ଆବେଦନ କରିଥିବା…
