NEET 2021: ଆସନ୍ତା ସେପ୍ଟେମ୍ୱର ୧୨ରେ NEET ପରୀକ୍ଷା
ନୂଆଦିଲ୍ଲୀ: ବହୁ ପ୍ରତିକ୍ଷାର ଅନ୍ତ। ଆସନ୍ତା ସେପ୍ଟେମ୍ୱର ୧୨ରେ ନିଟ୍ ୟୁଜି (NEET-UG) ପରୀକ୍ଷା ଅନୁଷ୍ଠିତ ହେବ। କୋଭିଡ୍-୧୯ (Covid-19) କଟକଣା ଭିତରେ ସାରା ଦେଶରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆସନ୍ତା କାଲି ଅପରାହ୍ଣ ୫ଟାରୁ ଛାତ୍ରଛାତ୍ରୀମାନେ NTA ୱେବସାଇଟରେ ଅନ୍ଲାଇନ୍ (Online) ଆବେଦନ କରିପାରିବେ ବୋଲି ଶିକ୍ଷାମନ୍ତ୍ରୀ (Minister of Education) ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) ଟ୍ଵିଟ କରି ଜଣାଇଛନ୍ତି। ସାମାଜିକ ଦୂରତା ନିୟମ ସୁନିଶ୍ଚିତ କରିବା ପାଇଁ ପରୀକ୍ଷା କେନ୍ଦ୍ର…
