ଆସନ୍ତାକାଲି ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ;୧୮ ଟି କାର୍ଯ୍ୟଦିବସ,୪୭ ପ୍ରସଙ୍ଗରେ ଆଲୋଚନା
ନୂଆଦିଲ୍ଲୀ: ସୋମବାର ସେପ୍ଟେମ୍ବର ୧୪ ଠାରୁ ସଂସଦ (Parliament) ର ମୌସୁମୀ ଅଧିବେଶନ ୨୦୨୦ ଆରମ୍ଭ ହେବ। ଏହା ସପ୍ତଦଶ ଲୋକସଭାର ଚତୁର୍ଥ ତଥା ରାଜ୍ୟ ସଭାର ୨୫୨ ତମ ଅଧିବେଶନ। ଏହି ଅଧିବେଶନ ଆସନ୍ତା ଅକ୍ଟୋବର ପହିଲା, ୨୦୨୦ ରେ ଶେଷ ହେବ। ଏହି ଅଧବେଶନର ମୋଟ ୧୮ ଦିନରେ ୧୮ ଟି କାର୍ଯ୍ୟ ଦିବସ ରହିଛି (ଶନିବାର ଏବଂ ରବିବାର ମିଶାଇ ସବୁଦିନ କାର୍ଯ୍ୟଦିବସ ହେବ) ଏବଂ ମୋଟ ୪୭ ପ୍ରସଙ୍ଗ ଏହି ଅଧିବେଶନରେ ଆଗତ…
