Cabinet Approves: ରାଜ୍ୟମାନଙ୍କୁ ରିହାତି ଦରରେ ଡାଲି ଯୋଗାଇ ଦେବ କେନ୍ଦ୍ର ସରକାର, ଖର୍ଚ୍ଚ ହେବ ୧୨ଶହ କୋଟି ଟଙ୍କା
ନୂଆଦିଲ୍ଲୀ: Cabinet approved the disposal of 15 lakh tonne chana to States and Union Territories ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ରିହାତି ଦରରେ ଚଣା (ଡାଲି) ଯୋଗାଇ ଦେବେ କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ମୂଲ୍ୟ ସମର୍ଥନ ଯୋଜନା (ପିଏସଏସ) ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି (ପିଏସଏଫ) ଅଧୀନରେ କିଣାଯାଇଥିବା ଡାଲି ଷ୍ଟକରୁ କେନ୍ଦ୍ର ସରକାର…
