Home » Music Director
amohanty

ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶା ସଙ୍ଗୀତ ପାଇଁ ଏକ ଦୁଃଖର ଦିନ। ଆଜି ସକାଳେ କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ଘଟିଛି। ପରିବାର ଲୋକେ ଏ ସୂଚନା ଦେଇଛନ୍ତି। ଗତ ୨୪ ତାରିଖରେ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସେ ବହୁ ଲୋକପ୍ରିୟ ଭଜନ ଓ ଓଡିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ଏପରି ଅକାଳ ବିୟୋଗରେ ଫିଲ୍ମ…

Read More