Home » National Highway
NH-55

NH-55 ର ନିର୍ମାଣ କାର୍ଯ୍ୟ ଶୀଘ୍ର ହେବ ଶେଷ: ଧର୍ମେନ୍ଦ୍ର ପ୍ରଧାନ

ଢେଙ୍କାନାଳ: NH-55 Road: ଢେଙ୍କାନାଳ ଜିଲ୍ଲାର ଜୀବନ ରେଖା କୁହାଯାଉଥିବା, କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର (Cuttack-Sambalpur NH-55) ନିର୍ମାଣ କାର୍ଯ୍ୟକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗୁରୁତ୍ଵପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି ଯେ କଟକ–ଢେଙ୍କାନାଳ–ଅନୁଗୁଳ ଜାତୀୟ ରାଜପଥ (Cuttack-Dhenkanal-Angul NH-55) ର ନିର୍ମାଣ କାର୍ଯ୍ୟ ଖୁବ୍‍ଶୀଘ୍ର ଶେଷ ହେବ। ସୂଚନାଯୋଗ୍ୟ ଗତକାଲି ମନ୍ତ୍ରୀ ଶ୍ରୀ ପ୍ରଧାନ ଢେଙ୍କାନାଳ ମିନି ଷ୍ଟାଡ଼ିୟମରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ପ୍ରୟାସ” ପକ୍ଷରୁ ଆୟୋଜିତ…

Read More

‘ହରିତ ପଥ’ ମୋବାଇଲ ଆପର ଶୁଭାରମ୍ଭ; ରାସ୍ତାକଡ ବୃକ୍ଷରାଜି ଉପରେ ରଖିବ ନଜର

ନୂଆଦିଲ୍ଲୀ:ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ହରିତ ପଥ ନାମକ ଏକ ମୋବାଇଲ ଆପ ବିକଶିତ ହୋଇଛି। ଏହି ଆପ ଜରିଆରେ ଏହାର ବିଭିନ୍ନ କ୍ଷେତ୍ରୀୟ ସଂସ୍ଥା ଅଧୀନରେ ଥିବା ବୃକ୍ଷ ପ୍ରକଳ୍ପ, ଏହାର ଲକ୍ଷ୍ୟ, ପ୍ରଗତି ଓ ରକ୍ଷଣାବେକ୍ଷଣ ଇତ୍ୟାଦି ଉପରେ ନଜର ରଖାଯିବ। ବିଭାଗୀୟ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ ଆଜି ଏହି ଆପର ଉଦ୍ଘାଟନ କରିଛନ୍ତି। ଦେଶରେ ୨୫ବର୍ଷ ଧରି ସେବା ଯୋଗାଉଥିବା ଏନଏଚଏଆଇ( NHAI ) ହରିତ ଭାରତ ସଂକଳ୍ପ…

Read More

ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ନେବ ଦୀଘା-ଗୋପାଳପୁର ଉପକୂଳ ରାଜପଥ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର:ମୋଦୀ ସରକାରଙ୍କ ଉଚ୍ଚାକାଂକ୍ଷୀ ୪୫୧କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ ସମ୍ପୂର୍ଣ୍ଣ ହେଲେ ଏହା ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ।ସ୍ଥାନୀୟ ଅଞ୍ଚଳର ପରିବେଶକୁ ସୁରକ୍ଷା ଯୋଗାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଓ ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପାରାଦୀପ ଏବଂ ଧାମରା…

Read More

ସ୍ୱଳ୍ପ ଓ ମଧ୍ୟମ ବର୍ଣ୍ଣାନ୍ଧ ନାଗରିକ ଏବେ ଡ୍ରାଇଭିଂ ଲାଇସେନ୍ସ ପାଇପାରିବେ

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୯ ର ଫର୍ମ-୧  ଓ ଫର୍ମ-୧  ‘ଏ’ରେ ସଂଶୋଧନ କରାଯାଇଛି। ଏହି ମର୍ମରେ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଯେଉଁ ନାଗରିକମାନେ ସ୍ୱଳ୍ପ ବା ମଧ୍ୟମ ବର୍ଣ୍ଣାନ୍ଧ (ରଙ୍ଗ ଚିହ୍ନିବାରେ ଅସୁବିଧାର ସମ୍ମୁଖୀନ) ସେମାନେ ଏବେ ଡ୍ରାଇଭିଂ ଲାଇସେନ୍‌ସ ପାଇପାରିବେ। ଜିଏସ୍‌ଆର ୪୦୧  (ଇ) ଦିନାଙ୍କ ୨୪  ଜୁନ୍‌ ୨୦୨୦ ରେ ପ୍ରକାଶିତ ଏହି ବିଜ୍ଞପ୍ତିଟି…

Read More