Home » Odisha BJP MLA
padmapur byelection

Padmapur Byelection: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି, ବିଜେଡ଼ି ଏବଂ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ

ପଦ୍ମପୁର: Padmapur Byelection  ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଆଜି ଗୁରୁବାର ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ସହିତ ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ସେହିପରି ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ମଧ୍ୟ ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…

Read More
dhamnagar byelection result

Dhamnagar Byelection Result: ଧାମନଗର ଉପନିର୍ବାଚନରେ ବିଜେପିର ବିଜୟ, ଧର୍ମର ଜୟ କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭଦ୍ରକ: Dhamnagar Byelection Result ପୁଣି ଧାମନଗର ଉପନିର୍ବାଚନରେ ବିଜେପି ଜିତିଛି। ଧାମନଗରବାସୀ ଭାରତୀୟ ଜନତା ପାର୍ଟି (BJP) ର ନେତା ସ୍ଵର୍ଗତ ବିଷ୍ଣୁ ଚରଣ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ (Suryabanshi Suraj) ଙ୍କୁ ଅଧିକ ଭୋଟ ଦେଇ ବିଜୟୀ କରାଇଛନ୍ତି। ସେ ବିଜେଡ଼ି ଅବନ୍ତୀ ଦାସ (Abanti Das) ଙ୍କୁ ପରାସ୍ତ କରିଛନ୍ତି। ସୂଚନା ଅନୁସାରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ସୂର୍ଯ୍ୟବଂଶୀ ସୂରଜ ୯୮୮୧ ଖଣ୍ଡ ଭୋଟ୍‌…

Read More
odisha election dhamnagar

Odisha Election 2022: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର: Odisha Election 2022 ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର (Dhamanagar Byelection) ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ଘୋଷଣା (Odisha Election 2022) କରିଛନ୍ତି। ଏଠାରେ ନଭେମ୍ବର ୩ରେ ଉପନିର୍ବାଚନ ହେବ। ଅକ୍ଟୋବର ୭ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଏହି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ ରହିଛି। ଅକ୍ଟୋବର ୧୫ରେ ପ୍ରାର୍ଥିପତ୍ର…

Read More
bisnu charan sethy

Odisha BJP MLA: ଓଡ଼ିଶା ବିଧାନସଭାର ବିରୋଧୀ ଦଳର  ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ

ଭୁବନେଶ୍ୱର: Odisha BJP MLA Bishnu Charan Sethy passes away. ବିଜେପି ବିଧାୟକ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳର  ଉପନେତା ବିଷ୍ଣୁ ଚରଣ ସେଠୀ (Bishnu Charan Sethy) ଙ୍କର ଆଜି ସୋମବାର ସକାଳେ ପରଲୋକ ଘଟିଛି। ସେ କିଡନୀଜନିତ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିଲେ। ପରେ ବ୍ରେନ ଷ୍ଟ୍ରୋକ ହୋଇ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ଆଜି ସକାଳ ପ୍ରାୟ ୭ଟା ୪୫ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ…

Read More