Matric Examination odisha 2022: ଅପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା, ନିଜ ସ୍କୁଲରେ ହେବ ସେଣ୍ଟର
ଭୁବନେଶ୍ଵର: Matric Examination odisha 2022 ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଆସନ୍ତା ଏପ୍ରିଲ ୨୯ ତାରିଖରୁ ମେ’ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ସମ୍ମେଟିଭ୍ ଆସେସ୍ମେଣ୍ଟ-୨ ହେବ ବୋଲି ଜଣାପଡିଛି। ଏହି ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ମୁଖ୍ୟ ଶାସନ…
