Home » odisha government » Page 2

ଦେଶର ପ୍ରଥମ ଗ୍ରାମଭାବେ ଓଡ଼ିଶାର ଦୁଇଟି ଗାଁ ପାଇବେ ଆନ୍ତର୍ଜାତିକ ପ୍ରମାଣପତ୍ର

ସୁନାମି ସତର୍କତା ଅବଲମ୍ବନ ଏବଂ ତଦନୁସାରେ ପ୍ରସ୍ତୁତ ରହି ଧନଜୀବନ ହାନିକୁ ହ୍ରାସ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ପ୍ରଥମ ଗ୍ରାମଭାବେ ଓଡ଼ିଶାର ଦୁଇଟି ଗାଁ ଆସନ୍ତାକାଲି ଆନ୍ତର୍ଜାତିକ ପ୍ରମାଣପତ୍ର ଲାଭ କରିବେ। ଏହି ଦୁଇ ଗାଁ ହେଲା ଗଞ୍ଜାମ ଜିଲାର ଭେଙ୍କଟରାୟପୁର ଏବଂ ଜଗତସିଂହପୁର ଜିଲାର ନୋଳିଆ ସାହି। ୟୁନେସ୍କୋ, ଭାରତ ମହାସାଗର ସୁନାମି ସତର୍କତା ପରିଚାଳନା କମିଟି ଏବଂ ଏନ୍‌ଡିଆରଏଫ୍‌, ଓସ୍‌ଡମା ଏବଂ ଭାରତୀୟ ଭୂବିଜ୍ଞାନ ବିଭାଗର ମିଳିତ ସୁପାରିସରେ ଏହି ପ୍ରମାଣପତ୍ର ସଂପୃକ୍ତ…

Read More

ରାଜ୍ୟ ରେ ଆଜି ୧୧୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୧୧୫୦ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା୨୬  ହଜାର ୮୮୭ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୯୦ ଜଣ, ଖୋର୍ଦ୍ଧାରୁ ୧୯୭ ଜଣ, ରାୟଗଡାରୁ ୧୨୧ ଜଣ,ସୁନ୍ଦରଗଡରୁ ୭୬  ଜଣ, ଯାଜପୁର ଜିଲ୍ଲାରୁ ୪୭…

Read More

ଆଜି ପୁଣି ଚିହ୍ନଟ ହେଲେ୧୩୮୪ କରୋନା ପଜିଟିଭ

ଭୁବନେଶ୍ଵର :ରାଜ୍ୟରେ ଆଜି ୧୩୮୪  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୯୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୮୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଆଜି ପୁଣି ଚିହ୍ନଟ ହେଲେ୧୩୮୪ କରୋନା ପଜିଟିଭ

ଭୁବନେଶ୍ଵର :ରାଜ୍ୟରେ ଆଜି ୧୩୮୪  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧୧ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୬ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରୁ ୮୯…

Read More

ରାଜ୍ୟ ରେ ଆଜି ସୁସ୍ଥ ହେଲେ ୬୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୬୮୧ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୧ ହଜାର ୯୫୪ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ କଟକରୁ ୯୧ ଜଣ , ଗଜପତି ରୁ ୮୮ ଜଣ,କୋରାପୁଟରୁ ୬୬ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ରାୟଗଡ଼ା ଜିଲାରୁ ୫୭…

Read More

ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ,ଆଜି ଚିହ୍ନଟ ହେଲେ୧୬୦୨ କରୋନା ପଜିଟିଭ,

ଭୁବନେଶ୍ଵର : ରାଜ୍ୟରେ ଆଜି ୧୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୯୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୦୯ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୦୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୨୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ…

Read More