Home » ODISHA NEW RAJYASABHA MP
agricultures bills 2020

Ariculture Bills: ହଟ୍ଟଗୋଳ ମଧ୍ୟରେ କୃଷକ ବିଲ ରାଜ୍ୟସଭାରେ ପାସ୍,ନିଜ ଇଚ୍ଛାରେ କୃଷକମାନେ ବିକ୍ରି କରିପାରିବେ ନିଜ ଉତ୍ପାଦ

ନୂଆଦିଲ୍ଲୀ: କୃଷକଙ୍କ ଉତ୍ପାଦ,ବାଣିଜ୍ୟ ଓ ବ୍ୟବସାୟ (Promotion and Facilitation) Bill -2020) ଏବଂ କୃଷକ ସଶକ୍ତିକରଣ ଓ ସୁରକ୍ଷା (Empowerment and Protection), ମୂଲ୍ୟ ପ୍ରତିଶ୍ରୁତି ଓ କୃଷି ସେବା ରାଜିନାମା ବିଲ୍‍ ୨୦୨୦ (Agreement of Price Assurancand Farm Services Bill, 2020)  ଆଜି ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହୀତ ହୋଇଛି। ରାଜ୍ୟସଭାରେ ବିରୋଧୀ ଦଳର ସଦସ୍ୟଙ୍କ ଦ୍ୱାରା ପ୍ରବଳ ଉତ୍ତେଜନା ମଧ୍ୟରେ କୃଷି ସମ୍ବନ୍ଧୀୟ ଦୁଇଟି ବିଲ୍ ଅନୁମୋଦନ ହୋଇଛି।…

Read More

ଓଡ଼ିଶାର ୪ ନବନିର୍ବାଚିତ ସାଂସଦ ଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ : ଓଡ଼ିଶାରୁ ରାଜ୍ୟସଭାକୁ ନବନିର୍ବାଚିତ ହୋଇଥିବା ସୁବାସ ଚନ୍ଦ୍ର ସିଂ, ସୁଜିତ କୁମାର, ମୁଜିବୁଲ୍ଲା ଖାନ (ମୁନା ଖାଁ ) ଓ ମମତା ମହନ୍ତ ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ଚାରି ଜଣ ସାଂସଦ ସମେତ ସମୁଦାୟ ୬୧ ଜଣ ସାଂସଦ ଭାବେ ଶପଥନେଇଛନ୍ତି।  ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କିଆ ନାଇଡ଼ୁ ନବନିର୍ବାଚିତ ସାଂସଦ ମାନଙ୍କୁ ଶପଥପାଠ କରାଇଛନ୍ତି। ରାଜ୍ୟସଭା ସଚିବାଳୟ ତରଫରୁ ଜାରି ସୂଚନା ଅନୁଯାୟୀ କରୋନା କଟକଣା ଯୋଗୁଁ ଶପଥ…

Read More