Home » ODISHA NEWS » Page 29
Dpradhan

ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡିଶାର ଦୁଇ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଚଳିତବର୍ଷ ପାଇଁ ସମ୍ମାନଜନକ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡ଼ିଶାର ଦୁଇ ଜଣ ଶିକ୍ଷକ ତାପସ କୁମାର ମହାନ୍ତି ଓ ବସନ୍ତ କୁମାର ସାହୁଙ୍କ ସମେତ ସବୁ ଶିକ୍ଷକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଓଡ଼ିଶାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବିକାଶ ନିମନ୍ତେ ନିରନ୍ତର କାର୍ଯ୍ୟ କରୁଥିବା ଭୁବନେଶ୍ୱର ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ଶିକ୍ଷକ ତାପସ କୁମାର ମହାନ୍ତି ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଚଳିତବର୍ଷର ସମ୍ମାନଜନକ…

Read More
prashant bhushan sc cases

ପ୍ରଶାନ୍ତ ଭୂଷଣଙ୍କ ଉପରେ ୧ଟଙ୍କା ଜରିମାନା କଲେ ସୁପ୍ରିମକୋର୍ଟ,ଆସନ୍ତୁ ଜାଣିବା ପ୍ରଥମରୁ ପୁରା ଘଟଣା କଣ ଥିଲା

ନୂଆଦିଲ୍ଲୀ:ନ୍ୟାୟପାଳିକା ବିରୋଧରେ ଦୁଇଟି ଟ୍ୱିଟ୍ କରି କୋର୍ଟ ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରଶାନ୍ତ ଭୂଷଣଙ୍କ ଉପରେ ସୁପ୍ରିମକୋର୍ଟ ଏକ  ଟଙ୍କା ଜରିମାନା କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଜରିମାନା ରାଶି ୧୫ ସେପ୍ଟେମ୍ବର ସୁଦ୍ଧା ଜମା କରିବାରେ ବିଫଳ ହେଲେ ତିନିମାସ ଜେଲ ଦଣ୍ଡ ହୋଇପାରେ ଏବଂ ତିନି ବର୍ଷ ପାଇଁ ଓକିଲାତି ଉପରେ ବାରଣ କରାଯାଇପାରେ। ସୂଚନାଯୋଗ୍ୟ ଅଗଷ୍ଟ ୧୪ ରେ ସୁପ୍ରିମକୋର୍ଟ ପ୍ରଶାନ୍ତ ଭୂଷଣଙ୍କୁ ଦୁଇଟି ଟ୍ୱିଟ୍ ପାଇଁ ଦୋଷୀ ସାବ୍ୟସ୍ତ…

Read More
Union minister D pradhan

ଦଶନ୍ଧି ଦଶନ୍ଧିର ପ୍ରତିଶ୍ରୁତିକୁ ପୂରଣ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ:ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦଶନ୍ଧି ଦଶନ୍ଧି ଧରି ବିଚାରଧୀନ ଥିବା ଅନେକ ପ୍ରତିଶ୍ରୁତିକୁ ପୂରଣ କରାଯାଉଛି ଏବଂ ଏହା ହିଁ ନୂଆ ଭାରତକୁ ନିର୍ମାଣ କରାଯିବାର ପ୍ରମାଣ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୋଦୀ ସରକାର ୨.୦ ର ପ୍ରଥମ ବର୍ଷର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ ( Twit )କରି କହିଛନ୍ତି ଯେ ମୋଦୀ ସରକାରଙ୍କ ପ୍ରଥମ କାର୍ଯ୍ୟକାଳ ଯଦି ଜନକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ, ଗରିବଙ୍କ ସମ୍ମାନରେ ବୃଦ୍ଧି ଏବଂ ଜୀବନଶୈଳିରେ ଉନ୍ନତି ଆଣିବା…

Read More
Dharmendrapradhan

କାମ୍ପା ପାଣ୍ଠି ଅଧୀନରେ ଓଡ଼ିଶାକୁ ମିଳିଛି ୮୯୩୩.୯୮ କୋଟି ଟଙ୍କା:ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ:ଓଡ଼ିଶା ରାଜ୍ୟ ବିଭିନ୍ନ ପ୍ରକାରର ଜୈବ ବିବିଧତା ସହ ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳି ହେବାର କ୍ଷମତା ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ସଂରକ୍ଷଣ ପାଇଁ ଉଦ୍ୟମ ଏବଂ ଜୈବ-ବିବିଧତା( Bio-diversity )କୁ ସଶକ୍ତ କରିବାର ପ୍ରଚେଷ୍ଟା ରାଜ୍ୟରେ ପର୍ଯ୍ୟଟନକୁ ବ୍ୟାପକ ଓ ବିକଶିତ କରିବାରେ ସହାୟକ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୋଦୀ ସରକାର ବନ୍ୟଜନ୍ତୁ ସଂରକ୍ଷଣ ଏବଂ ଜଙ୍ଗଲ ସୁରକ୍ଷା ପାଇଁ ନେଇଥିବା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ପ୍ରସଙ୍ଗରେ…

Read More
odisha rain

ଓଡ଼ିଶାରେ ପ୍ରବଳ ବର୍ଷା:ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ: ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେଉଛି। ଆଗାମୀ ୪-୫ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଅଧିକ ଅଛି। ଫଳରେ ଅଗଷ୍ଟ ୨୮ ପର୍ଯ୍ୟନ୍ତ ଓଡିଶା, ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଛତିଶଗଡ, ମଧ୍ୟପ୍ରଦେଶ ଏବଂ ପଶ୍ଚିମ ରାଜସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଅଗଷ୍ଟ ୨୬ରେ ଓଡିଶା ଏବଂ ୨୭ ଅଗଷ୍ଟରେ ଛତିଶଗଡରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାରେ ପ୍ରବଳରୁ…

Read More
Prime Minister Modi

ଗରିବ ଏବଂ ଅସହାୟ ବ୍ୟକ୍ତିଙ୍କ ଜୀବନଶୈଳିରେ ଉନ୍ନତି ଆଣିବା ମୋଦୀ ସରକାରଙ୍କ ପ୍ରାଥମିକତା

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମତରେ “ଘର କେବଳ ଚାରି କାନ୍ଥକୁ ନେଇ ନୁହେଁ । ଏହା ଲୋକଙ୍କ ପାଇଁ ସୁଖ ସୁବିଧା ଓ ସମ୍ମାନର ଉପଲବ୍ଧି । ଯେଉଁଠାରେ ସ୍ୱପ୍ନକୁ ନୂଆ ରୂପ ମିଳେ ଓ ଆକାଂକ୍ଷାକୁ ନୂଆ ଉନ୍ମାଦନା ମିଳେ”। ପ୍ରଧାନମନ୍ତ୍ରୀଙ୍କ ଏହି ଦୂରଦୃଷ୍ଟିକୁ ମାଗଦର୍ଶକ ଭାବେ ଗ୍ରହଣ କରି ସମସ୍ତଙ୍କୁ ଘର ଯୋଗାଇବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଶ୍ରୀ ପ୍ରଧାନ…

Read More
odisha results

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର: ପୂର୍ବରୁ ଘୋଷଣା ହୋଇଥିଲା ଯେ CHSE ପରିଚାଳିତ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶିତ ହେବ। ବର୍ତ୍ତମାନ କିନ୍ତୁ ଏହା  ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ।। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ ହୋଇସାରିଛି।  +୨ କଳା ଓ ଧନ୍ଦାମୂଳକ ଶିକ୍ଷା ବିଭାଗର…

Read More
Odisha corona update Today _samir_das

ଚଳିତ ବର୍ଷ ପାଠ୍ୟ ସିଲାବସ୍‌ କମିବ:ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: କୋଭିଡ଼-୧୯ ( covid-19) ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ଶିକ୍ଷା ବର୍ଷ ୨୦୨୦-୨୧ ରେ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ସିଲାବସ୍ ହ୍ରାସ କରାଯିବ। ପ୍ରଥମ ଶ୍ରେଣୀରୁ ଯୁକ୍ତ ଦୁଇ ( +2 ) ପର୍ଯ୍ୟନ୍ତ ପାଠ୍ୟକ୍ରମ କମିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ବିଭାଗ ପକ୍ଷରୁ ଗଠନ କରାଯାଇଥିବା କିମଟି ସେମାନଙ୍କ ରିପୋର୍ଟ ଦାଖଲ କରିଛନ୍ତି। ଏହି ରିପୋର୍ଟକୁ ବିଭାଗର ସଚିବ ତର୍ଜମା କରି ଚୂଡ଼ାନ୍ତ ନିଷ୍ପତ୍ତି…

Read More

ମୋଦୀ ସରକାର ୬୫ଯୋଜନାରେ ୬୦,୮୬୫ କୋଟି ଟଙ୍କା ଓଡିଆ ଲୋକଙ୍କ ବ୍ୟାଙ୍କ ଖାତାରେ ଦେଇଛନ୍ତି:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ:ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ଭଳି ୬୫ ଟି ଭିନ୍ନ ଭିନ୍ନ ଯୋଜନା ମାଧ୍ୟମରେ ଓଡ଼ିଶାର ହିତାଧିକାରୀମାନେ ଡ଼ିବିଟି ଜରିଆରେ ତଥା ସିଧାସଳଖ ବ୍ୟାଙ୍କ୍ ଖାତାରେ ୬୦ ହଜାର ୮୬୫ କୋଟି ଟଙ୍କା ପାଇଛନ୍ତି। ଓଡ଼ିଶା ଭଳି ଗ୍ରାମ୍ୟ ଅର୍ଥନୀତି ଅଞ୍ଚଳରେ ଡିବିଟି ଉଭୟ ସରକାର ଏବଂ ଲାଭାର୍ଥୀଙ୍କୁ ସହାୟକ ହୋଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ମୋଦୀ ସରକାରଙ୍କ…

Read More

ସାରା ଓଡ଼ିଶାରେ ବର୍ଷା,ଆଗକୁ ଆହୁରି ବର୍ଷିବ; ରେଡ୍ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ଓଡ଼ିଶାରେ ବର୍ଷା ପ୍ରବଳରୁ ଅତିପ୍ରବଳ ହେଉଛି। ଫଳରେ ରାଜ୍ୟର ପ୍ରାୟ ନଦୀ ଫୁଲିବାରେ ଲାଗିଛି। ପ୍ରବଳ ବର୍ଷାରେ ରାସ୍ତାଘାଟ ଧୋଇ ନେଇ କିଛି ଜିଲ୍ଲାରେ ଯୋଗାଯୋଗ ବିଛିନ୍ନ ହୋଇପଡିଛି। ଚାଷଜମିରେ ପାଣି ଜମି ରହିଥିବା ହେତୁ ଚାଷ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଛି। ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି ଏବଂ ପାଣି ବିପଦ ସଙ୍କେତ ପାଖାପାଖି ପ୍ରଭାବିତ ହେଉଛି। ଇନ୍ଦ୍ରାବତୀ ନଦୀରେ ଜଳସ୍ତର ବଢୁଛି। ତଳିଆ ଅଞ୍ଚଳ…

Read More

ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ:ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କିଛି ମହିଳା ଓ ପୁରୁଷ ଏପରି କରିଦେଖାଇଲେ

ଭୁବନେଶ୍ୱର:କରୋନା ମହାମାରୀ ସଂକ୍ରମଣ ଓ ଏଥିପାଇଁ ଜାରି ହୋଇଥିବା ଲକଡାଉନ ଅନେକ ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ମାତ୍ର ଏଥିରେ ବିଚଳିତ ନହୋଇ ଆହ୍ୱାନକୁ ଅବସରରେ ପରିଣତ କରିବା ଲାଗି ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏପରି ବିପତି କାଳରେ ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି ସେ ସଂକଳ୍ପ ନେଇଛନ୍ତି। ତାଙ୍କର ଏହି ଆହ୍ୱାନର ପ୍ରତିଫଳନ ଦେଶର ବିଭିନ୍ନ ପ୍ରାନ୍ତରେ ଧୀରେ ଧୀରେ ଦେଖିବାକୁ ମିଳିଲାଣି। ଯାହାର ପ୍ରକୃଷ୍ଟ ଉଦାହରଣ ସାଜିଛନ୍ତି ନବରଙ୍ଗପୁର…

Read More