Odisha Plus 2 Class: ଆସନ୍ତା ୨୨ରୁ +2 ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ
ଭୁବନେଶ୍ଵର: ଓଡ଼ିଶାରେ ଆସନ୍ତା ୨୨ ତାରିଖ ଗୁରୁବାର ଠାରୁ +୨ (Odisha Plus 2 Class) ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଆଜି ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ (School and Education Minister-Samir Ranjan Dash) ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ପ୍ରାୟ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ନାମ ଲେଖାଇ ସାରିଲେଣି। ଏଥର ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ…
