Home » Odisha weather news today
Odisha Weather Updates kalabaishakhi

Odisha Weather News Updates: ଆଜି କାଳବୈଶାଖୀ ପାଇଁ ୧୭ ଜିଲ୍ଲାକୁ ଆଲର୍ଟ ଜାରି; ୭ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ଵର: Odisha Weather News Updates ଟ୍ରପଲାଇନ ପ୍ରଭାବରେ ସାରା ରାଜ୍ୟରେ ଦିନରେ ଟାଣଖରା ହେଉଥିବାବେଳେ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେଉଛି। ସେହିପରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା…

Read More
Fog Warning Issued In Odisha

Fog Warning Issued In Odisha: ଆସନ୍ତା ୩ ଦିନ ଓଡ଼ିଶାରେ ହେବ ଘନ କୁହୁଡ଼ି

ଭୁବନେଶ୍ଵର : Fog Warning Issued In Odisha ଆସନ୍ତା ତିନିଦିନ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପାଗ ଶୁଷ୍କ ରହିବା ସହିତ ଘନକୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ରାଜ୍ୟ ଉପରେ ଏକ ଗୁରୁଚାପ-ବଳୟ ପ୍ରଭାବ ରହିଛି। ଫଳରେ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଜାରି ରହିଛି। ଏଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିଥିବା ବେଳେ କୁହୁଡ଼ି ହେବାର ସମ୍ଭାବନା ରହଛି। କୁହୁଡ଼ି ଦ୍ୱାରା ପ୍ରଭାବିତ ହେବାକୁଥିବା ଜିଲ୍ଲାଗୁଡିକ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି,…

Read More
Weather Report of Odisha

Odisha Weather Updates: ଆସନ୍ତା ୨ଦିନ କିଛି ଜିଲ୍ଲାରେ ହୋଇପାରେ ବର୍ଷା, ଆଉ କିଛି ଜିଲ୍ଲାରେ ହେବ ଘନ କୁହୁଡ଼ି

ଭୁବନେଶ୍ଵର : Odisha Weather updates ଓଡ଼ିଶାରେ ଶୀତ ଲହରୀ ପୁଣି ଜାରି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ଵରର ସୂଚନା ଅନୁଯାୟୀ ଆସନ୍ତାକାଲି ୧୮ ଏବଂ ୧୯ ତାରିଖ ଦୁଇଦିନ ଧରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଏହି ସମୟ ମଧ୍ୟରେ ପାଗ ଶୁଖିଲା ରହିବ। ଅନ୍ୟପକ୍ଷରେ ଗଞ୍ଜାମ, ଗଜପତି, କନ୍ଧମାଳ,…

Read More
Odisha weather report Today

Odisha weather report Today: ଆସନ୍ତା ୫ ଦିନ ପାଗ ଶୁଖିଲା, ହେବ ଘନ କୁହୁଡ଼ି

ଭୁବନେଶ୍ଵର : Odisha weather report Today ରାଜ୍ୟରେ ଶୀତ ସାମାନ୍ୟ ଟିକେ କମିଛି। ବର୍ତ୍ତମାନ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ସକାଳେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇଛି। ଆଜି କଟକ ଓ ଭୁବନେଶ୍ୱରରେ କୁହୁଡ଼ିର…

Read More
Weather Report of Odisha

Odisha weather news today: ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: Odisha weather news today ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ରାଜ୍ୟରେ ଶୀତ ହ୍ରାସ ପାଇବ। ବାତ୍ୟା ଯୋଗୁଁ ରାଜ୍ୟରେ  ପ୍ରଚୁର ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଫଳରେ ତାପମାତ୍ରା ବୃଦ୍ଧି ହେବ। ବଡ ଖବର ହେଉଛି ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟବଳୟ ପ୍ରଭାବରେ ଆସନ୍ତା ଶନିବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ…

Read More
Odisha weather forecast-fogodisha

Odisha weather forecast: କିଛି ଜିଲ୍ଲାରେ ଆସନ୍ତା କାଲି ଘନକୁହୁଡି

ଭୁବନେଶ୍ଵର: odisha weather forecast ଓଡ଼ିଶାରେ ଆସନ୍ତା ୨ଦିନ ପରେ ଶୀତ ବଢିବାର ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟର ପାଗ ଶୁଖିଲା ରହିଛି। ଗତ କିଛିଦିନ ମଧ୍ୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍‍କାରୁ ମଧ୍ୟମ ଧରଣର କୁହୁଡ଼ି ପରିଲକ୍ଷିତ ହୋଇଥିଲା। ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ଖସିଛି। ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ବଢ଼ିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

Read More