Odisha Weather Report: ପ୍ରବଳ ବର୍ଷା ନେଇ ୪ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି; ରାଜ୍ୟରେ ମଧ୍ୟମ ଧରଣର ବନ୍ୟା
ଭୁବନେଶ୍ଵର: Odisha floods Report ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ଦେଖାଦେଇଛି। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଝାଡ଼ଖଣ୍ଡ ଗାଲୁଡ଼ି ବ୍ୟାରେଜ୍ରେ ୭ଟି ଗେଟ୍ ଦେଇ ୧ ଲକ୍ଷ ୫ ହଜାର କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ସୁବର୍ଣ୍ଣରେଖାରେ ଜଳସ୍ତର ବଢ଼ିବାର ଆଶଙ୍କା ଦେଖାଦେଇଛି। ବନ୍ୟା ସମ୍ଭାବନା କମ୍ ଥିବା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ କୁହାଯାଇଛି। ସେପଟେ ବୁଢ଼ାବଳଙ୍ଗରେ…
