weather-forecast

Weather Report Odisha: ଆସନ୍ତା ତିନିଦିନ ବୃଦ୍ଧି ପାଇବ ତାପମାତ୍ରା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର:Weather Report Odisha ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଆସନ୍ତା ୩ରୁ ୪ ଦିନ ଯାଏଁ ରାଜ୍ୟକୁ ଶୁଷ୍କ ଏବଂ ଉତ୍ତପ୍ତ ବାୟୁ ପ୍ରବାହ ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସୂଚନା ଅନୁସାରେ ଆସନ୍ତା ୧୫ ଓ ୧୬ ତାରିଖରେ କେତେକ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ହେବ। ସେଥିପାଇଁ…

Read More
weather-forecast

Odisha Weather Report: ଓଡ଼ିଶାରେ ହେବ ପ୍ରବଳ ବର୍ଷା, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ

ଭୁବନେଶ୍ଵର: Weather Report Odisha Heavy rains are expected in Odisha with low pressure in the Bay of Bengal ବଙ୍ଗୋପସାଗର ଉତ୍ତର ଦିଗରେ ସମୁଦ୍ର ପତ୍ତନଠାରୁ ଉପରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ଭିତରେ ଏହାର ସ୍ପଷ୍ଟ ଚିତ୍ର ଜଣାପଡିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ ମାର୍ଚ୍ଚ ୧୧ ତାରିଖ ସୁଦ୍ଧା ବଙ୍ଗୋପସାଗରର ଉତ୍ତର ପଶ୍ଚିମ ଓ ମଧ୍ୟ…

Read More
odisha-rains

Odisha Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣଂ ଜାରି

ଭୁବନେଶ୍ଵର: Odisha Weather Report ଉତ୍ତର ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼, ଦେବଗଡ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଅନୁସାରେ ଆସନ୍ତା କାଲି ୨୬ତାରିଖ…

Read More
weather-forecast

Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

 ଭୁବନେଶ୍ଵର: Weather Report Odisha ଓଡ଼ିଶାରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଶୁକ୍ରବାର ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ। ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ୨୫ ତାରିଖରେ ସୁନ୍ଦରଗଡ଼,…

Read More
odisha-rains

Weather Report Odisha: ଓଡ଼ିଶାରେ ଆଜିଠାରୁ ୨ ଦିନ ବର୍ଷା

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରବାହରେ ବଙ୍ଗୋପ ସାଗର (The Bay Of Bengal) ମଧ୍ୟରୁ ଓଡ଼ିଶା (Odisha) ଭିତରକୁ ଉଷ୍ଣ ଜଳୀୟବାଷ୍ପ ବାୟୁ ପ୍ରବାହ ଦ୍ଵାରା ଆଜି ଗୁରୁବାର ଏବଂ ଆସନ୍ତାକାଲି ୪ ତାରିଖ ଶୁକ୍ରବାର ରାଜ୍ୟର କେତକ ଜିଲ୍ଲାରେ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗୁରୁବାର ଭୋରୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳ…

Read More
odisha-weather_today

Odisha Weather Report:ଆସନ୍ତା ୨୪ ଘଣ୍ଟାରେ କେତେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଆସୁଛି ଲଘୁଚାପ

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ ଠାରୁ ୫.୮ କିମି ମଧ୍ୟରେ ଆଜି ସୃଷ୍ଟି ହୋଇଥିବା ଘୂର୍ଣ୍ଣୀବଳୟ ପ୍ରଭାବରେ ୨୮ ଜୁଲାଇ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୨୮ ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡିକରେ ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା…

Read More
china-flood1

China Flood:ଚୀନରେ ହଜାରେ ବର୍ଷରେ ଏମିତି ହୋଇନଥିଲା ବର୍ଷା, ସ୍ଥିତି ଅଣାୟତ

ବେଜିଂ: ଚଳିତ ବର୍ଷ ଚୀନ୍ (China) ଭୟଙ୍କର ବନ୍ୟା (Flood) ପରିସ୍ଥିତିର ସମ୍ମୁଖୀନ ହୋଇଛି। ଚୀନରେ ପ୍ରତିବର୍ଷ ପ୍ରବଳ ବର୍ଷା ହୁଏ, ଯେଉଁଥିପାଇଁ ଅନେକ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଯାଏ। କିନ୍ତୁ କ୍ରମାଗତ ସହରୀକରଣ ଏବଂ ଜଳବାୟୁ ପରିବର୍ତ୍ତନ ହେତୁ ଏଥର ବର୍ଷା ଆହୁରି ବିନାଶକାରୀ ରୂପ ନେଇଛି। ଚାଇନାର କେନ୍ଦ୍ରୀୟ ହେନାନ ପ୍ରଦେଶରେ ହଜାରେ ବର୍ଷରେ ଏମିତି କେବେ ବର୍ଷା ହୋଇନଥିଲା। ପ୍ରବଳ ବର୍ଷା କେବଳ ହେନାନରେ ନୁହେଁ ଚାଇନାର ଦକ୍ଷିଣ ଗୁଆଙ୍ଗଡୋଙ୍ଗ ପ୍ରଦେଶରେ…

Read More
weather-forecast

Odisha Weather Report: ରାଜ୍ୟରେ ହେବ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏ ନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ବୌଦ, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼଼, ରାୟଗଡ଼଼ା ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ସହ…

Read More
odisha rain

Odisha Weather Report: ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ରବିବାର ଆନ୍ଧ୍ରପ୍ରଦେଶର ପଶ୍ଚିମକେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଉପକୂଳ ଓଡ଼ିଶାରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌-ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗି ରହିବ। ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର…

Read More
odisha rain

Odisha Weather Report: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଭୁବନେଶ୍ଵର (Bhubaneswar) ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ (Orange Warnings) ଜାରି କରାଯାଇଛି।ଏହି ଜିଲ୍ଲାଗୁଡ଼ିକ ଢ଼େଙ୍କାନାଳ, ଅନୁଗୁଳ, କଟକ, ସମ୍ବଲପୁର, ସୁବର୍ଣ୍ଣପୁର,  ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବୌଦ୍ଧ ଓ ବଲାଙ୍ଗୀର। ଏଥି ଯୋଗୁଁ ପନିପରିବା ଚାଷ ନଷ୍ଟ ହେବାର ସମ୍ଭାବନା ରହିଛି। ତେଣୁ ସତର୍କତା ଅବଲମ୍ବନ କରିବା…

Read More
weather-forecast

Odisha Weather Report:୨ଦିନ ଭିତରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ,ଆସୁଛି ଲଘୁଚାପ

ଭୁବନେଶ୍ଵର: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଆସନ୍ତା ୧୧ ତାରିଖ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ମୌସୁମୀ ବାୟୁକୁ ଓଡ଼ିଶାରେ ଆସନ୍ତା ଦୁଇଦିନ ଭିତରେ ପହଞ୍ଚାଇ ଦେବ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର,…

Read More