Home » odishafightscorona » Page 6

ଆଜି ରାଜଧାନୀ ରେ ପୁଣି ୮୭ ଜଣ କରୋନା ପୋଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀରେ ଆଜି କରୋନା ସଂକ୍ରମିତ ୮୭ ଜଣ ଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ରାଜଧାନୀର ଥିବା ବିଭିନ୍ନ ବସ୍ତି, ହସ୍ପିଟାଲ ଓ ହଟସ୍ପଟ୍‌ ଜିଲ୍ଲାରୁ ଲୋକମାନଙ୍କ ଆଗମନ ରାଜଧାନୀ ପାଇଁ ବିପଦ ପାଲଟିଛି। ବିଏମ୍‌ସି ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ଭିତରୁ ସଙ୍ଗରୋଧରୁ ୪୧ ଜଣ ଓ ସ୍ଥାନୀୟ ଅଞ୍ଚଳ ରୁ ୪୬ ଜଣ  ରହିଛନ୍ତି। ୧୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୪  ଜଣ…

Read More

ରାଜ୍ୟରେ ନୂଆ ୫୯୧ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ

ରାଜ୍ୟରେ ଆଜି  ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୫ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୧୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ନୂଆ ୭୧୮ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ

ରାଜ୍ୟରେ ଆଜି  ୭୧୮  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୭୯  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୩୯  ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୪  ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୧୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଆଜିଠାରୁ ୪ ଜିଲ୍ଲା ଓ ରାଉରକେଲା ୧୪ ଦିନ ପାଇଁ ଲକଡାଉନ୍, ଅତ୍ୟାବଶ୍ୟକୀୟ ସେବା ଲକଡାଉନ ରୁ ବାଦ

ଭୁବନେଶ୍ୱର: କରୋନା ସଂକ୍ରମଣ କୁ ରୋକିବା ପାଇଁ ରାଜ୍ୟ ସରକାର ବହୁଳ ସଂକ୍ରମଣ ଥିବା ୪ଟି ଜିଲ୍ଲା ଓ ଗୋଟିଏ ମହାନଗର ନିଗମକୁ ୧୪ଦିନ ଲାଗି ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସାମ୍ବାଦିକ ସମ୍ମିଳନୀ ରେ  ରାଜ୍ୟବାସୀଙ୍କୁ ଏହି ନିଷ୍ପତ୍ତି ସଂପର୍କରେ ଅବଗତ କରିଛନ୍ତି। ମୁଖ୍ୟଶାସନ ସଚିବଙ୍କ ଘୋଷଣା ଅନୁସାରେ  ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାକୁ ଆସନ୍ତା ୧୪ ଦିନ ଯାଏଁ  ଲକଡାଉନ୍ ‌ରଖାଯିବ। ସେହିପରି  ସୁନ୍ଦରଗଡ଼ ଜିଲ୍ଲାର ସଂକ୍ରମିତ ରାଉରକେଲା…

Read More

ରାଜ୍ୟରେ ନୂଆ ୪୯୪ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ

ରାଜ୍ୟରେ ଆଉ ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୪୬  ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ରାଜ୍ୟ ରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ଦଶ ହଜାର ରୁ ଅଧିକ

ରାଜ୍ୟରେ ଆଜି  ଆଉ ୬୧୨  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୪୭୬ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୭୦ ଜଣ , ସୁନ୍ଦରଗଡ଼ ରୁ ୮୪ ଜଣ, କେଉଁଝର ରୁ ୪୮,ଗଜପତି ରୁ ୩୫, ବାଲେଶ୍ଵର ରୁ ୩୧ , ଜଣ,…

Read More

ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ ୬୧୮ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ୬୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୨ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୮୬ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଖୋର୍ଦ୍ଧାରେ  ଜିଲାରେ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ଦେଶରେ କରୋନା ସୁସ୍ଥ ଙ୍କ ସଂଖ୍ୟା ବୃଦ୍ଧି, ମହାରାଷ୍ଟ୍ର ରେ ମୃତୁ ସଂଖ୍ୟା ୧୦,୪୮୨

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ରୁ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭,୯୮୮ ରୋଗୀ ସୁସ୍ଥ ହୋଇଛନ୍ତି। ତେବେ ଏହି ସମୟ ମଧ୍ୟରେ ୨୮,୪୯୮ ନୂତନ ମାମଲା ମଧ୍ୟ ରିପୋର୍ଟ କରାଯାଇଛି। ଦେଶରେ କରୋନା ସଂକ୍ରମଣର ସଂଖ୍ୟା ୯  ଲକ୍ଷ ଅତିକ୍ରମ କରିଛି | ଏଥିମଧ୍ୟରୁ ୫.୫୩ ଲକ୍ଷରୁ ଅଧିକ ରୋଗୀ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ, ସକ୍ରିୟ ମାମଲାରୁ ସୁସ୍ଥ ହେଉଥିବା…

Read More
India covid19 report

ରାଜ୍ୟରେ ପୁଣି ୫୪୩ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ ୫୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୧୮୮ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଖୋର୍ଦ୍ଧାରେ  ଜିଲାରେ ୮୭ ଜଣ ସଂକ୍ରମିତ ଚିହ୍ନଟ…

Read More

ଘରେ ରହି କରୋନା ଆକ୍ରାନ୍ତ ଚିକିତ୍ସିତ ହୋଇପାରିବେ, ନେବାକୁ ପଡିବ ଜିଲ୍ଲାପାଳ ଓ ପୌର କମିଶନର ଙ୍କ ଠାରୁ ଅନୁମତି

ଭୁବନେଶ୍ଵର : ପୌର ପରିଷଦ, ଏୟାରପୋର୍ଟ, ବନ୍ଦର, ରେଳପଥ, ପୋଲିସ, ସାଧାରଣ ଉଦ୍ୟୋଗ, କେନ୍ଦ୍ରୀୟ ଅନୁଷ୍ଠାନ, ବିଶ୍ୱବିଦ୍ୟାଳୟ, ଧାର୍ମିକ ସଂସ୍ଥା ଓ   ସେଚ୍ଛାସେବୀ ଅନୁଷ୍ଠାନ ପ୍ରଭୃତି ନିଜ ନିଜ କର୍ମଚାରୀଙ୍କପାଇଁ କୋଭିଡ କେୟାର ହୋମ ଓ  ସେଣ୍ଟର ପ୍ରତିଷ୍ଠା କରିପାରିବେ। ଉପରୋକ୍ତ କୋଭିଡ କେୟାର ହୋମକୁ ଜିଲ୍ଲାପାଳ କିମ୍ବା ପୌର କମିଶନର ସ୍ୱୀକୃତି ଦେବେ। ମୁଖ୍ୟଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଏଣିକି ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ…

Read More

ରାଜ୍ୟ ରେ ସୁସ୍ଥ ହେଲେ ୫୦୫ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯୨୫୫ କୁ ବୃଦ୍ଧି

ରାଜ୍ୟରେ ଆଜି  ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯,୨୨୫ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୨୪୮ ଜଣ , ସୁନ୍ଦରଗଡ଼ ରୁ ୭୧ ଜଣ, ଖୋର୍ଦ୍ଧା ଜିଲ୍ଲା ରୁ ୫୨ ଜଣ, କଟକ ରୁ ୪୫ ଜଣ, ପୁରୀ…

Read More