ରାଷ୍ଟ୍ରାୟତ ତୈଳ କମ୍ପାନୀର ୫୦ ପ୍ରତିଶତ ଫୁଏଲ୍ ଷ୍ଟେସନକୁ ସୌରଚାଳିତ କରିବା ଲକ୍ଷ୍ୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଥମ ବିଶ୍ୱ ସୌର ବୈଷୟିକ ସମ୍ମିଳନୀ ଭାରତରେ ଆୟୋଜିତ କେନ୍ଦ୍ର ଶକ୍ତି ରାଷ୍ଟ୍ର ମନ୍ତ୍ରୀ ଆର.କେ ସିଂହ ଏବଂ ଫ୍ରାନ୍ସର ପରିବେଶ ମନ୍ତ୍ରୀ ବରବରା ପମ୍ପିଲି କାର୍ଯ୍ୟକ୍ରମରେ ସାମିଲ ନୂଆଦିଲ୍ଲ : ଆଗାମୀ ୫ ବର୍ଷ ମଧ୍ୟରେ ରାଷ୍ଟ୍ରାୟତ ତୈଳ କମ୍ପାନୀ ଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫୁଏଲ ଷ୍ଟେସନକୁ ସୌରଚାଳିତ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ଆନ୍ତର୍ଜାତିକ ସୌର ଆଲିଆନ୍ସ (ISA) ପକ୍ଷରୁ ଭାରତରେ ଆୟୋଜିତ ପ୍ରଥମ ବିଶ୍ୱ ସୌର…
