Home » oriya news
Weather Report of Odisha

Weather Report: ଓଡ଼ିଶାରେ ପ୍ରବଳ ବର୍ଷା ହେବ,ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆଜି ପ୍ରାୟ ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ବଜ୍ରପାତ ଓ ବର୍ଷାସମ୍ଭାବନାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…

Read More

ରାଜ୍ୟର ୪୭ ଲକ୍ଷରୁ ଉର୍ଦ୍ଧ୍ୱ ଗରିବ ମହିଳାଙ୍କ ଜୀବନଶୈଳିକୁ ଉନ୍ନତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ସ୍ୱାମୀ ବିବେକାନନ୍ଦଙ୍କ ବିଚାରରେ ଦୃଢ଼ ବିଶ୍ୱାସ କରିବା ସହ ଏହାକୁ ଅନୁସରଣ କରି କାମରେ ମଧ୍ୟ ଲଗାଇଛନ୍ତି। “ମହିଳାଙ୍କ ପ୍ରତି ଆଚରଣ ଗୋଟିଏ ରାଷ୍ଟ୍ରର ପ୍ରଗତିକୁ ମାପିବାର ସବୁଠୁ ବଡ଼ ମାପକାଠି” ବୋଲି ସ୍ୱାମୀ ବିବେକାନନ୍ଦ କହିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଏହି ବିଚାରଧାରାକୁ କାମରେ ଲଗାଇବା ସହ ମହିଳାଙ୍କ ଉନ୍ନତି ତଥା ସଶକ୍ତ କରିବା ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମହିଳାକୁ…

Read More