କରୋନା ମହାମାରୀର ଚିକିତ୍ସା ନଥିବାରୁ ସତର୍କତା ହିଁ ଏକମାତ୍ର ମାର୍ଗ : ଡିଏମଇଟି
ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯ ପରିଚାଳନାରେ ଅଗ୍ରଣୀ ଯୋଦ୍ଧାମାନଙ୍କ ଭୂମିକା” ଶୀର୍ଷକ ୱେବିନାର ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଏହି ୱେବିନାର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ଡିଏମଇଟି(Directorate of Medical Education & Training) ପ୍ରଫେସର ଡାକ୍ତର ସିବିକେ ମହାନ୍ତି କହିଥିଲେ…
