ପିପିଲି ବିଧାନସଭା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
ଭୁବନେଶ୍ଵର: ପିପିଲି ବିଧାନସଭା ଉପନିର୍ବାଚନ (Pipili Assembly By-Poll) ରେ କଂଗ୍ରେସ (Congress) ପ୍ରାର୍ଥୀ ଶ୍ରୀ ଅଜିତ୍ ମଙ୍ଗରାଜ (Sri Ajit Mangaraj) ଙ୍କ ପରଲୋକ ହୋଇଯାଇଛି। ନିର୍ବାଚନ ପ୍ରଚାର ବେଳେ ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ଣରେ ହସ୍ପିଟାଲ୍ ପକ୍ଷରୁ ଅଜିତ ମଙ୍ଗରାଜଙ୍କର ପରଲୋକ ଖବର ଦିଆଯାଇଛି। ଜିଲ୍ଲା କଂଗ୍ରେସ ସଭାପତି ଥିବା ଶ୍ରୀ ମଙ୍ଗରାଜ ଡେଲାଙ୍ଗ ଅଞ୍ଚଳର ଜଣେ ଲୋକପ୍ରିୟ ନେତା ଥିଲେ। ତାଙ୍କର…
