Home » Pipili MLA
PradeepMaharathy

Pradeep Maharathy: ପରଲୋକରେ ପ୍ରଦୀପ ମହାରଥୀ

ଭୁବନେଶ୍ଵର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ (Pradeep Maharathy) ଙ୍କ ପରଲୋକ ହୋଇଛି। ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତ୍ରି ୨.୩୬ ଘଟିକା ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଶ୍ରୀ ପ୍ରଦୀପ ମହାରଥୀଙ୍କର ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ୱାରରେ କରାଯିବ ବୋଲି ଜଣାଯାଇଛି। ଅପରାହ୍ନରେ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ…

Read More