India-Russia: ରୁଷ ରାଷ୍ଟ୍ରପତି ପୁଟିନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାର୍ତ୍ତାଳାପ, ରୁଷ ଯଥା ସମ୍ଭବ ଦେବ ସାହାଯ୍ୟ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (PM Modi) ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଡିମିର ପୁଟିନ (President Vladimir Putin) ଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି। ଉଭୟ ନେତା କୋଭିଡ-୧୯ (Covid-19) ମହାମାରୀ ସମ୍ପର୍କରେ ଆଲୋଚନା କରିଛନ୍ତି। ରାଷ୍ଟ୍ରପତି ପୁଟିନ ଏହି ସମୟରେ ଭାରତ ସରକାର (Government Of India) ଓ ଦେଶବାସୀଙ୍କ ସହିତ ଅଛନ୍ତି ଓ ରୁଷ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରାଷ୍ଟ୍ରପତି…
