Home » PMKISAN
jp nadda

ଓଡିଶାରେ ୨୦୨୪ରେ ବିଜେପି ସରକାର ଗଠନ କରିବାର ସଂକଳ୍ପ ମନ୍ତ୍ର ଦେଲେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ଼.ଜେପି ନଡ୍ଡା

ଭୁବନେଶ୍ୱର: ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଭିଡ଼ିଓ କନଫରେନ୍ସିଂ ଜରିଆରେ ଯୋଗଦେଇଥିଲେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ଼. ଜଗତପ୍ରକାଶ ନଡ୍ଡା। ଉପଦେଶ ସହିତ ଦଳ ପାଇଁ କାମ କରିବାକୁ ପରାମର୍ଶ ଦେଲେ ଯେପରି ରାଜ୍ୟର ସଙ୍ଗଠନର ଦୃଢ଼ୀକରଣ ଓ ଭୋଟହାର ବୃଦ୍ଧି ହେବ। ୨୦୨୪ ସୁଦ୍ଧା ଦଳର ଭୋଟହାର ୫୦ ପ୍ରତିଶତରେ ପହଞ୍ଚାଇବା ନିମନ୍ତେ କାର୍ଯ୍ୟ କରିବାକୁ ଶ୍ରୀ ନଡ୍ଡା ଦଳୀୟ ନେତା ଓ କାର୍ଯ୍ୟକର୍ତାମାନଙ୍କୁ ଦାୟିତ୍ଵ ଦେଇଛନ୍ତି। ଦୀର୍ଘ ସମୟ ରାଜନୈତିକ ଲଢେଇ ପରେ ବିଜେପିକୁ…

Read More

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଶୁଭାରମ୍ଭ ଗରିବ କଲ୍ୟାଣ ରୋଜଗାର ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଵାଗତ

ଗଞ୍ଜାମ, ଭଦ୍ରକ, ବଲାଙ୍ଗୀର ଏବଂ ବାଲେଶ୍ଵର ଜିଲ୍ଲାର ପ୍ରବାସୀ ଶ୍ରମିକଙ୍କୁ ମିଳିବ ରୋଜଗାର – ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ ଶ୍ରମିକଙ୍କ କଲ୍ୟାଣକୁ ସର୍ବଦା ଦୃଷ୍ଟିରେ ରଖି ଶ୍ରମିକମାନଙ୍କୁ କାମ ଦେବା ଓ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ତଥା ଗ୍ରାମୀଣ ବିକାଶର ଅପାର ସମ୍ଭାବନାଗୁଡିକୁ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶନିବାର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଶୁଭାରମ୍ଭ ହୋଇଥିବା ଗରିବ କଲ୍ୟାଣ ରୋଜଗାର ଅଭିଯାନକୁ ସ୍ଵାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ପୂର୍ବ ଭାରତର…

Read More

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା : ପରବର୍ତ୍ତୀ କିସ୍ତି ପୂର୍ବରୁ ସରକାର କୃଷକମାନଙ୍କୁ ବାର୍ତ୍ତା

ପ୍ରଧାନମନ୍ତ୍ରୀ କିସାନ୍ ସମ୍ମାନ ନିଧି ଯୋଜନା ଅନୁଯାୟୀ କେନ୍ଦ୍ର ସରକାର ଦେଶର କୃଷକମାନଙ୍କୁ ପ୍ରତିବର୍ଷ ୬,୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହି ଯୋଜନା ଅଧୀନରେ ସରକାର ପ୍ରତିବର୍ଷ ତିନୋଟି ସମାନ କିସ୍ତିରେ ପ୍ରତ୍ୟକ୍ଷ ଲାଭ ସ୍ଥାନାନ୍ତର ମାଧ୍ୟମରେ କୃଷକମାନଙ୍କୁ ଏହି ରାଶି ପଠାନ୍ତି। ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଥାଏ ।  କରୋନା ଭୂତାଣୁ ମହାମାରୀର ଏହି  ସମୟରେ ଚାଷୀଙ୍କୁ ପ୍ରତ୍ୟକ୍ଷ ସହାୟତା ପ୍ରଦାନ କରିବାକୁ ସରକାର ଚଳିତ ଆର୍ଥିକ ବର୍ଷର…

Read More