ରାଜ୍ୟରେ ରେକର୍ଡ ସଂଖ୍ୟକ ୧୮୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ୧୮୧୦ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା୨୮ ହଜାର ୬୯୭କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୦୦ ଜଣ, ଖୋର୍ଦ୍ଧାରୁ ୨୦୨ ଜଣ, କଟକ ରୁ ୧୪୭ ଜଣ,ଗଜପତି ଜିଲ୍ଲା ରୁ ୧୩୬ ଜଣ,ଢେଙ୍କାନାଳ ଜିଲ୍ଲାରୁ…
